Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସିଲା ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ବିବରଣୀ, ଜାଣନ୍ତୁ କେଉଁ ଦିନ କେଉଁ ସ୍ଥାନକୁ କେତବେଳେ ଯିବେ
ଆଜିର ଖବର

ଆସିଲା ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ବିବରଣୀ, ଜାଣନ୍ତୁ କେଉଁ ଦିନ କେଉଁ ସ୍ଥାନକୁ କେତବେଳେ ଯିବେ

March 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
president

ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର ଆସନ୍ତା ମାର୍ଚ୍ଚ ୨୪ ଓ ୨୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ମାର୍ଚ୍ଚ ୨୪ ତାରିଖ ଦିନ ୧୨.୩୦ ରେ ବାୟୁସେବା ବିମାନ ଯୋଗେ ସ୍ୱାମୀ ବିବେକାନନ୍ଦ ବିମାନ ବନ୍ଦର, ରାୟପୁର, ଛତିଶଗଡ଼ରୁ ବାହାରି ଦିନ ୧.୩୦ ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଚିବେ। ସେଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରି ସଡ଼କ ପଥରେ କଣ୍ଟିଲୋ ସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ କରିବେ।

ପରେ ପରେ ସେଦିନ ସେ ଅପରାହ୍ଣ ୩.୦୫ ମି.ସମୟରେ ପ୍ରଭୁ ନୀଳମାଧବ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିବେ। ପରେ ପରେ ରାଷ୍ଟ୍ରପତି ଅପରାହ୍ଣ ୩.୩୫ ସମୟରେ ନୟାଗଡ଼ର କାଳିଆପଲ୍ଲୀ ଠାରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ରାଜଭବନରେ ରାତ୍ରି ରହଣୀ କରିବେ ଏବଂ ତହିଁ ପରଦିନ ୨୫ ତାରିଖ ସକାଳେ ବାୟୁସେବା ବିମାନ ଯୋଗେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

president of india କଣ୍ଟିଲୋ ନୀଳମାଧବ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.