Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଷ୍କର୍ମ ପରେ ଦିଶା ସାଲିଆନଙ୍କୁ ହତ୍ୟା!, ଆଦିତ୍ୟ ଠାକରେଙ୍କ ବିରୋଧରେ ଏଫଆଇଆର ଦାବି କଲେ ପିତା
ଆଜିର ଖବର

ଦୁଷ୍କର୍ମ ପରେ ଦିଶା ସାଲିଆନଙ୍କୁ ହତ୍ୟା!, ଆଦିତ୍ୟ ଠାକରେଙ୍କ ବିରୋଧରେ ଏଫଆଇଆର ଦାବି କଲେ ପିତା

March 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ବର୍ତ୍ତମାନ ସୁଶାନ୍ତ ସିଂ ରାଜପୁତଙ୍କ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ଏକ ନୂଆ ମୋଡ଼ ଆସିଛି। ଦିଶାଙ୍କ ପିତା ସତୀଶ ସାଲିଆନ ବର୍ତ୍ତମାନ ବମ୍ବେ ହାଇକୋର୍ଟରେ ପହଞ୍ଚିଛନ୍ତି, ଯେଉଁଠାରେ ତାଙ୍କ ଝିଅର ମୃତ୍ୟୁ ଘଟଣାର ନୂତନ ତଦନ୍ତ କରାଯିବାକୁ ସେ ଦାବି କରିଛନ୍ତି। ଏଥିସହ ଶିବସେନା (ୟୁବିଟି) ନେତା ଆଦିତ୍ୟ ଠାକରେଙ୍କ ବିରୋଧରେ ଏଫଆଇଆର ପଞ୍ଜିକରଣ କରିବାକୁ ସେ ଦାବି କରିଛନ୍ତି।

ସୂଚନା ଅନୁଯାୟୀ, ଦିଶା ସାଲିଆନଙ୍କ ବାପା ଅଭିଯୋଗ କରିଛନ୍ତି ଯେ, ତାଙ୍କ ଝିଅକୁ ପ୍ରଥମେ ଦୁଷ୍କର୍ମ କରାଯାଇଥିଲା ଏବଂ ପରେ ହତ୍ୟା କରାଯାଇଥିଲା। କିଛି ପ୍ରଭାବଶାଳୀ ଲୋକଙ୍କୁ ବଞ୍ଚାଇବା ପାଇଁ ଏହି ମାମଲାରେ ରାଜନୈତିକ ଷଡଯନ୍ତ୍ର କରାଯାଇଥିବା ସେ ଦାବି କରିଛନ୍ତି। ତାଙ୍କ ଝିଅର ମୃତ୍ୟୁ ଘଟଣାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିବା ପାଇଁ ସତୀଶ ସାଲିଆନ ହାଇକୋର୍ଟରେ ଆବେଦନ କରିଛନ୍ତି।

ଘଟଣା କ’ଣ ଥିଲା?:

ଉଲ୍ଲେଖ ଯୋଗ୍ୟ ଯେ, ଜୁନ୍ ୮ ତାରିଖ ୨୦୨୦ ରେ ଦିଶା ସାଲିଆନ୍ ଏକ କୋଠାର ୧୪ ତମ ମହଲାରୁ ଖସିଯିବା ପରେ ମୃତ୍ୟୁ ବରଣ କରିଥିଲେ। ଏହା ପରେ ପୋଲିସ ଦୁର୍ଘଟଣାଜନିତ ମୃତ୍ୟୁ ରିପୋର୍ଟ (ଏଡିଆର) ର ଏକ ମାମଲା ରୁଜୁ କରିଥିଲା। ଦିଶା ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପରିଚାଳକ ଥିଲେ। ଦିଶାଙ୍କ ମୃତ୍ୟୁର ମାତ୍ର ୬ ଦିନ ପରେ ଜୁନ୍ ୧୪ ତାରିଖ ୨୦୨୦ ରେ ନିଜ ବାସଭବନରେ ସୁଶାନ୍ତଙ୍କ ମୃତଦେହ ମିଳିଥିଲା।

Aaditya Thackeray Bombay High Court Disha Salian Sushant Singh Rajput
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ କର୍ମଶାଳା ଉଦ୍‌ଘାଟିତ

June 30, 2026
Latest News

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ କର୍ମଶାଳା ଉଦ୍‌ଘାଟିତ

June 30, 2026

ସେଚେଲ୍ସ ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀଙ୍କ ମୁରାଦାବାଦୀ ପିତ୍ତଳ କଇଁଛ ଉପହାର

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.