Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ଜିଲ୍ଲାରେ ୩ ଟି କେନ୍ଦ୍ରରେ ମାଟ୍ରିକ ଖାତା ଦେଖା ଆରମ୍ଭ
ଆଜିର ଖବର

ଗଞ୍ଜାମ ଜିଲ୍ଲାରେ ୩ ଟି କେନ୍ଦ୍ରରେ ମାଟ୍ରିକ ଖାତା ଦେଖା ଆରମ୍ଭ

March 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଚଳିତ ବର୍ଷର ଶେଷ ହୋଇଥିବା ମାଟ୍ରିକ ପରୀକ୍ଷାର ଖାତା ଦେଖା ବୁଧବାରଠାରୁ ଆରମ୍ଭ ହୋଇଛି। ଜିଲ୍ଲାର ୩ ଟି କେନ୍ଦ୍ର ବ୍ରହ୍ମପୁର ସ୍ଥିତ ଭିଭି ଗିରି ସରକାରୀ ମହିଳା ମାଧ୍ଯମିକ ପ୍ରଶିକ୍ଷଣ ବିଦ୍ୟାଳୟ, ଆସିକା ସ୍ଥିତ ହରିହର ହାଇସ୍କୁଲ ଓ ଭଞ୍ଜନଗର ସ୍ଥିତ ଉପେନ୍ଦ୍ର ଭଞ୍ଜ ହାଇସ୍କୁଲରେ ମୂଲ୍ୟାୟନ କେନ୍ଦ୍ର କରାଯାଇ ଖାତା ଦେଖା ପ୍ରକ୍ରିୟା ଆରମ୍ଭ ହୋଇଛି।

ପରୀକ୍ଷା ମୂଲ୍ୟାୟନ କେନ୍ଦ୍ରରେ ପ୍ରାୟ ୬୦୦ଜଣ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ଅଛନ୍ତି। ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖାତା ଦେଖା ଚାଲୁ ରହିଛି। ପ୍ରତି ସେଣ୍ଟରରେ ଜଣେ ଲେଖାଏଁ କ୍ୟାମ୍ପ ଅଫିସର, ଦୁଇଜଣ କ୍ୟାମ୍ପ ଆସିଷ୍ଟାଣ୍ଟ ଓ ଜଣେ କ୍ୟାମ୍ପ ଆଟେଡ଼ାଣ୍ଟ ରହିଛନ୍ତି।

ସେହିପରି ଚିଫ ଏକ୍ସାମିନର, ଡ଼େପୁଟି ଚିଫ ଏକ୍ସାମିନର, ଆସିଷ୍ଟାଣ୍ଟ ଏକ୍ସାମିନର ଓ ସ୍ଫୁଟିନାଇଜର ଭାବେ ପ୍ରତି କେନ୍ଦ୍ରରେ ପ୍ରାୟ ୧୪୦ ଜଣ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ଅଛନ୍ତି। ଚଳିତବର୍ଷ ୧୨ ଦିନ ଧରି ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଖାତା ଦେଖା ଚାଲିବାର ସୁଚନା ରହିଛି।

ତେବେ ମାଟ୍ରିକ ପରୀକ୍ଷା ବ୍ୟତୀତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଖାତା ମଧ୍ଯ ଦେଖାଯିବ। ସେହିପରି ଖାତା ଦେଖା ମୂଲ୍ୟାୟନକୁ ତ୍ରୁଟିଶୂନ୍ୟ କରିବା ପାଇଁ ବୋର୍ଡ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ରହିଛି। ଚଳିତବର୍ଷ ଫେବ୍ରୁଆରୀ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖରେ ଶେଷ ହୋଇଥିଲା।  ଜିଲ୍ଲାରୁ ମୋଟ ଏଥ୍‌ରେ ୪୩ ହଜାର ୪୩୫ ଜଣ ଛାତ୍ରଛାତ୍ରୀ ଦଶମ ପରୀକ୍ଷା ପାଇଁ ନାମ ଲେଖିଥିଲେ।

ଗଞ୍ଜାମ ଜିଲ୍ଲା ମାଟ୍ରିକ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026
Latest News

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.