ଭୁବନେଶ୍ଵର: କଲିକତା ଉଚ୍ଚ ନ୍ୟାୟାଳୟର ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ଉଚ୍ଚନ୍ୟାୟାଳୟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ସମ୍ବିଧାନର ଧାରା ୨୧୭ ଖଣ୍ଡ (୧)ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ତାଙ୍କୁ ନିଯୁକ୍ତି ଦେଇଛନ୍ତି। ପଦୀ ମୁର୍ମୁ
ଆଜି ଛତିଶଗଡରେ ୧୪,୨୬୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀNovember 1, 2025
ଓଡ଼ିଶାରେ ୬୨ଟି ଅତିରିକ୍ତ ପିଜି ସିଟ୍ ବୃଦ୍ଧି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ November 1, 2025