Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଳିର ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକ
ଆଜିର ଖବର

ଆଳିର ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକ

March 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଳିର ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକ

ଭୁବନେଶ୍ୱର: ଆଳି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସର ପୂର୍ବତନ ସଭାପତି ବରିଷ୍ଠ କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ଘଟିଛି। ୬୬ ବର୍ଷ ବୟସରେ  ତାଙ୍କର ପରଲୋକ ହୋଇଛି। ଭୁନେଶ୍ବରରେ ଚିକିତ୍ସା ହେଉଥିବା ବେଳେ ତାଙ୍କର ପରଲୋକ ଘଟିଛି।

ସେ ୨୦୧୪ ମସିହାରେ ନିର୍ବାଚନରେ ସେ ଆଳି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ସେ ସେତେବେଳେ ବିଜେଡିର ବରିଷ୍ଠ ନେତା ପ୍ରତାପ ଦେବଙ୍କୁ ହରାଇ ଦେଇଥିଲେ। ୨୦୨୪ ନିର୍ବାଚନରେ ତାଙ୍କର ଝିଅ ଡାକ୍ତର ଦେବସ୍ମିତା ଶର୍ମା ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିଥିଲେ। ସେ ବିଜେଡିର ପ୍ରତାପ ଦେବଙ୍କଠାରୁ ହାରିଯାଇଥିଲେ।

ତାଙ୍କ ବିୟୋଗରେ ପିସିସି ସଭାପତି ଶ୍ରୀଯୁକ୍ତ ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି କି ମୁଁ ଚେନ୍ନାଇରେ ଥିବା ବେଳେ ତାଙ୍କ ବିୟୋଗ ଖବର ମୋତେ ଗଭୀର ଦୁଃଖ ଦେବା ସହ ମର୍ମାହିତ କରିଛି।

ଦେବେନ୍ଦ୍ର ବାବୁ ଆମ କଂଗ୍ରେସ ପରିବାରର ଜଣେ ବରିଷ୍ଠ ସଦସ୍ୟ ଥିଲେ।ତାଙ୍କ ବିୟୋଗ କେବଳ କେନ୍ଦ୍ରାପଡ଼ା ନୁହେଁ ସାରା ଓଡ଼ିଶାରେ ବିଶେଷ କରି କଂଗ୍ରେସ ପରିବାର ରେ ଶୋକର ଛାୟା ଖେଳିଯାଇଛି। କଂଗ୍ରେସ ଦଳରେ ଦୀର୍ଘବର୍ଷ ଧରି ବିଭିନ୍ନ ପଦପଦବୀ ରେ ରହି କଂଗ୍ରେସ ଦଳକୁ ସୁସଂଗଠିତ କରିବା ସହ ମଜବୁତ୍ କରିବା ପାଇଁ ଜୀବନର ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ଚେଷ୍ଟା ଜାରି ରଖିଥିଲେ।ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ଅପୂରଣୀୟ କ୍ଷତି।

ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି ପିସିସି ସଭାପତି ଶ୍ରୀଯୁକ୍ତ ଦାସ।

ଆଳି ନିର୍ବାଚନ ମଣ୍ଡଳୀ ଦେବେନ୍ଦ୍ର ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026
Latest News

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.