Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରା ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ନବୀନ
ଆଜିର ଖବର

ପାଟକୁରା ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ନବୀନ

July 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
cm naveen
cm naveen

ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥିନୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ନିର୍ବାଚନ ପ୍ରଚାରକୁ ବୁଧବାର ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୦ଟାରେ ମୁଖ୍ୟମନ୍ତ୍ରୀ ଡେରାବିଶ ବ୍ଲକ ବାରିମୂଳ ହେଲିପ୍ୟାଡ୍‌ରେ ଓହ୍ଲାଇ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଡେରାବିଶ, ଗରଦପୁର ଓ ମାର୍ଶାଘାଇ ବ୍ଲକ ଅଞ୍ଚଳର ୫୧ଟି ପଞ୍ଚାୟତରେ ରୋଡ ଶୋ’ କରି ନିର୍ବାଚନୀ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ସମସ୍ତ ଦଳର ହେଭିୱେଟ୍‌ ନେତାମାନେ ସେଠାରେ ନିଜ ଦଳର ପ୍ରଚାର ଆରମ୍ଭ କରିଦେଇଛନ୍ତି । ଦୁଇଦିନ ଧରି ପାଟକୁରାରେ ନିର୍ବାଚନ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ସ୍ୱତନ୍ତ୍ର ବସ୍‌ରେ ଡେରାବିଶ, ଗରଦପୁର ଓ ମାର୍ଶାଘାଇ ବ୍ଲକରେ ସେ ରୋଡ୍ ଶୋ’ କରିବେ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।।

Share. Facebook Twitter LinkedIn Email WhatsApp Copy Link

Related Posts

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ, ନେତାଜୀ ଜୟନ୍ତୀରେ ଦେବେ ଯୋଗ

January 22, 2026
Latest News

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ଗ୍ରାମରକ୍ଷୀଙ୍କ ପାଇଁ ବଡ ଖବର: ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

“ଭାରତ ବିନା ଆମେ ଅସମ୍ପୂର୍ଣ୍ଣ”: EU ର ଏହି ବୟାନରେ ଚୀନ ଓ ପାକିସ୍ତାନ ଅସ୍ଥିର

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.