Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୯ କ୍ୟୁଣ୍ଟାଲ ୨୯ କେଜି ଗଞ୍ଜେଇ ଜବତ, ୨ ଗିରଫ
ଆଜିର ଖବର

୯ କ୍ୟୁଣ୍ଟାଲ ୨୯ କେଜି ଗଞ୍ଜେଇ ଜବତ, ୨ ଗିରଫ

March 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ତତ୍ବାବଧାନରେ ମୋବାଇଲ ଟିମ ଏସଆଇ ସୁଜିତ କୁମାର ନାଗ ଏବଂ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲି ଓ ଟିମ ପଇଁତରା ମାରୁଥିବା ବେଳେ ଗଞ୍ଜେଇ ଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର ପାଇ ୧୬ ନଂ ଜାତୀୟ ରାଜପଥ ଚଣ୍ଡେଶ୍ୱର ଛକ ଓଭରବ୍ରିଜ ନିକଟରେ ଏକ ଟାଟା ଏସି ଓ ଏକ ବାଇକକୁ ସନ୍ଦେହରେ ଅଟକାଇବାରେ ଟାଟା ଏସିରୁ ୯ କ୍ୟୁଣ୍ଟାଲ ୨୯ କେଜି ଗଞ୍ଜେଇ ଜବତ ହୋଇଥିଲା। ଯାହାର ଆନୁମାନିକ ମୂଲ୍ୟ ୯୩ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ଟାଟା ଏସି ମଧ୍ୟରେ ଅନେକ ନକଲି ନମ୍ବର ପ୍ଲେଟ ରହିଥିବା ବେଳେ ବାଇକ (ଗାଡି ନଂ-ଓଆର ୦୭ ଆର ୧୮୫୬) ଜବତ କରିବା ସହ ଉଭୟ ଅଭିଯୁକ୍ତକୁ ଗିରଫ କରାଯାଇଛି।

ଅଭିଯୁକ୍ତ ମାନେ ହେଲେ ମୋହନା ଥାନା ଅଞ୍ଚଳର ଜିତୁ ନାୟକ ଓ ଓଡ଼ଗାଁ ଥାନା ଅଞ୍ଚଳର ବସନ୍ତ ପାତ୍ର। ଉକ୍ତ ଗଞ୍ଜେଇ ଗଜପତି ଜିଲ୍ଲା ମୋହନାରୁ ପୁରୀ ଚାଲାଣ କରାଯାଉଥିବା ଜଣାପଡିଛି। ଅଭିଯୁକ୍ତଙ୍କ ବିରୁଦ୍ଧରେ କେଶ ନଂ ୨୮୨/୨୪-୨୫ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି କହିଛନ୍ତି।

ଉକ୍ତ ଚଢ଼ାଉରେ ସୁନୀଲ କୁମାର ପ୍ରଧାନ, ଅଶେଷ କୁମାର ପ୍ରଧାନ, ସୁନିତା ମହାରଣା, ଜିତେନ୍ଦ୍ର ହେମ୍ବ୍ରମ, ରଞ୍ଜିତ ପଟେଲ, ସ୍ୱପ୍ନାରାଣୀ ବେହେରା, ପ୍ରଣବ ବେହେରା, ଟିଟୁ ସାହୁ, ସାନନ୍ଦ କୁମାର କୁଅଁର ପ୍ରମୁଖ ସାମିଲ ଥିଲେ।

ଗଞ୍ଜେଇ ଜବତ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026
Latest News

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026

ଇସିଙ୍କ ବୟାନ ପରେ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ?

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.