Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଗସ୍ତରେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ: ମହାନଦୀ ଜଳ ବିବାଦ ସମ୍ପର୍କରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ
ଆଜିର ଖବର

ଓଡିଶା ଗସ୍ତରେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ: ମହାନଦୀ ଜଳ ବିବାଦ ସମ୍ପର୍କରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ

March 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଏହି ବିବାଦର ଆପୋଷ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଥିଲେ। ଦୁଇ ରାଜ୍ୟ ପରସ୍ପରର ପଡ଼ୋଶୀ ରାଜ୍ୟ ଏବଂ ଉଭୟ ରାଜ୍ୟ ମଧ୍ୟରେ ଭାଷା ଓ ଭାବଗତ ସାମଞ୍ଜସ୍ୟ ମଧ୍ୟ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ଉଭୟ ରାଜ୍ୟର ଜନସାଧାରଣଙ୍କ ହିତ ଦୃଷ୍ଟିରୁ ଏହାର ତୁରନ୍ତ ସମାଧାନ ହେବା ଆବଶ୍ୟକ।

ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ସାଏ ଏହା ଉପରେ ସକାରାତ୍ମକ ମତାମତ ପ୍ରକାଶ କରି କହିଥିଲେ ଯେ, ସେ ସଦାସର୍ବଦା ଆପୋଷ ସମାଧାନ ସପକ୍ଷରେ ଅଛନ୍ତି। ଆଲୋଚନା ଜରିଆରେ ଏହି ସମସ୍ୟାର ଉପଯୁକ୍ତ ସମାଧାନ ହୋଇପାରିବ ବୋଲି ସେ ମତ ଦେଇଥିଲେ।

ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବିଷୟ ଉପରେ ଗୁରୁତ୍ୱ ଦେଇ ଏହାର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ରାସ୍ତା ବାହାର କରିବାକୁ ଏକମତ ହୋଇଛନ୍ତି।

ଓଡିଶା ଗସ୍ତ ମହାନଦୀ ଜଳ ବିବାଦ
Share. Facebook Twitter LinkedIn Email WhatsApp Copy Link

Related Posts

ଲଇଣ୍ଡାମାଳ ଛକରୁ ଗଂଜେଇ ସହ ଗୁଜୁରାଟର ୨ ଅଭିଯୁକ୍ତ ଗିରଫ

January 5, 2026

୩ ସପ୍ତାହ ମଧ୍ୟରେ ପଞ୍ଚମ ଘଟଣା: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ଗୁଳି କରି ହତ୍ୟା

January 5, 2026

ରଣପୁର ମହୋତ୍ସବର ଭବ୍ୟ ଉଦଘାଟନ

January 5, 2026

ନାବାଳକକୁ ଛୁରି ଭୁସି ହତ୍ୟା: ଅଭିଯୁକ୍ତ ଯୁବକ ଗିରଫ

January 5, 2026
Latest News

ଲଇଣ୍ଡାମାଳ ଛକରୁ ଗଂଜେଇ ସହ ଗୁଜୁରାଟର ୨ ଅଭିଯୁକ୍ତ ଗିରଫ

January 5, 2026

୩ ସପ୍ତାହ ମଧ୍ୟରେ ପଞ୍ଚମ ଘଟଣା: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ଗୁଳି କରି ହତ୍ୟା

January 5, 2026

ରଣପୁର ମହୋତ୍ସବର ଭବ୍ୟ ଉଦଘାଟନ

January 5, 2026

ନାବାଳକକୁ ଛୁରି ଭୁସି ହତ୍ୟା: ଅଭିଯୁକ୍ତ ଯୁବକ ଗିରଫ

January 5, 2026

ଯୋଗୀ ସରକାରଙ୍କ ବଡ଼ ନିଷ୍ପତ୍ତି: ପୋଲିସ ନିଯୁକ୍ତି ପାଇଁ ବୟସ ସୀମାରେ ତିନି ବର୍ଷର ଛାଡ଼ ଘୋଷଣା

January 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.