Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାହ କରିବା ପରେ ପ୍ରଭୃ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଅଭିନେତା ଅନୁଭବ ମହାନ୍ତି ଏବଂ ଜାଗୃତି
ଆଜିର ଖବର

ବିବାହ କରିବା ପରେ ପ୍ରଭୃ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଅଭିନେତା ଅନୁଭବ ମହାନ୍ତି ଏବଂ ଜାଗୃତି

March 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିବାହ କରିବା ପରେ ପ୍ରଭୃ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଅଭିନେତା ଅନୁଭବ ମହାନ୍ତି ଏବଂ ଜାଗୃତି

ପୁରୀ: ଆଜି ମହାପ୍ରଭୃ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ନୂଆ ପତ୍ନୀ ଜାଗୃତି ଶୁଳ୍କା। ବିବାହ କରିବା ପରେ ଆଜି ପୁରୀ ଯାଇ ଉଭୟ ମହାପ୍ରଭୃଙ୍କ ଦର୍ଶନ କରିଛନ୍ତି। ଉଭୟ ଦର୍ଶନ କରିବା ପରେ ମହାପ୍ରସାଦ ମଧ୍ୟ ସେବନ କରିଛନ୍ତି।

ମନ୍ଦିର ବାହାରକୁ ଆସିବା ପରେ ଅନୁଭବ କହିଛନ୍ତି ଯେ, ଆମର ଯାହା କିଛି ଶୁଭ କାମ ହୁଏ ତାହା ପ୍ରଭୃ ଶ୍ରୀଜଗନ୍ନାଥଙ୍କଠାରୁ ଆରମ୍ଭ ହୁଏ। ସେଥିପାଇଁ ଆମେ ଉଭୟ ଆସି ତିନି ଠାକୁରଙ୍କୁ ଦର୍ଶନ କଲୁ। ପ୍ରଭୃଙ୍କଠାରୁ ସବୁ କିଛି ଆରମ୍ଭ ହୋଇଛି ଏବଂ ତାଙ୍କରି ପାଖରେ ମଧ୍ୟ ଶେଷ ହେବ।

ସେହିପରି ପତ୍ନୀ ଜାଗୃତି ମଧ୍ୟ ଓଡିଆରେ ନିଜର ମତ ରଖିଥିଲେ। ସେ କହିଥିଲେ ଯେ, ଆଜି ମହାପ୍ରଭୃଙ୍କୁ ଦର୍ଶନ କଲୁ। ବହୁତ ଭଲ ଲାଗିଲା। ମୁଁ ଓଡିଆ କହିବାକୁ ଚେଷ୍ଠା କରୁଛି। ସମସ୍ତଙ୍କର ମଙ୍ଗଳ ହେଉ ବୋଲି ପ୍ରାର୍ଥନା କଲି।

ଅନୁଭବ ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପବିତ୍ର ରାଧାଷ୍ଟମୀ: ଶ୍ରୀମନ୍ଦିରରେ ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନ

September 19, 2026

ଓସ୍କାର -୨୦୨୭ ଦୌଡ଼ରେ ମରାଠୀ ସିନେମା ‘ଗୋନ୍ଧଲ’

September 19, 2026

ଆଜି ଏସିଆନ୍ ଗେମ୍ସ ଉଦ୍‌ଘାଟନୀ : ମନୁ ଓ ତଜିନ୍ଦରପାଲ୍ ସିଂହ ତୁର୍ ଭାରତର ଧ୍ୱଜାବାହକ

September 19, 2026

କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

September 19, 2026
Latest News

ଆଜି ପବିତ୍ର ରାଧାଷ୍ଟମୀ: ଶ୍ରୀମନ୍ଦିରରେ ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନ

September 19, 2026

ବିବାହ ପ୍ରସ୍ତାବକୁ ମନା କରିବାରୁ ଭୟଙ୍କର କାଣ୍ଡ: ମହିଳାଙ୍କ ମୁଣ୍ଡରେ କୁରାଢ଼ି ଚୋଟ, ଯୁବକ ଗିରଫ

September 19, 2026

ପାକ୍ ମସଜିଦ୍‌ରେ ଆତ୍ମଘାତୀ ବିସ୍ଫୋରଣ: ୨୭ ମୃତ, ୭୦ରୁ ଊର୍ଦ୍ଧ୍ୱ ଆହତ

September 19, 2026

ଓସ୍କାର -୨୦୨୭ ଦୌଡ଼ରେ ମରାଠୀ ସିନେମା ‘ଗୋନ୍ଧଲ’

September 19, 2026

ଭାରତ-ପାକ୍ ହ୍ୟାଣ୍ଡ୍‌ସେକ୍ ବିବାଦ: ସରକାରଙ୍କ ନିଷ୍ପତ୍ତିକୁ ମାନିବାକୁ ହେବ-କପିଳଦେବ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.