Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ମହିମା ଗୋସେଇଁ ଓ ଭୀମ ଭୋଇ’ ସମ୍ପର୍କିତ ଆଲୋଚନାଚକ୍ର ଓ ବୃତ୍ତଚିତ୍ର ‘ଅରୂପ ରୂପ’ ପ୍ରଦର୍ଶିତ
ଆଜିର ଖବର

‘ମହିମା ଗୋସେଇଁ ଓ ଭୀମ ଭୋଇ’ ସମ୍ପର୍କିତ ଆଲୋଚନାଚକ୍ର ଓ ବୃତ୍ତଚିତ୍ର ‘ଅରୂପ ରୂପ’ ପ୍ରଦର୍ଶିତ

March 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ମହିମା ଧର୍ମ ଜାତିଗତ ଭେଦଭାବ ଓ ସାମାଜିକ ଅସମାନତାର ବିରୋଧୀ। ଏହା ସମସ୍ତ ମନୁଷ୍ୟଙ୍କୁ ସମାନ ମନେ କରେ ଏବଂ ସମାଜରେ ସମତା ପ୍ରତିଷ୍ଠା କରିବାକୁ ଚେଷ୍ଟା କରେ ବୋଲି ସନ୍ଥକବି ଭୀମଭୋଇ ଏକାଡେମୀ ପକ୍ଷରୁ ‘ମହିମା ଗୋସେଇଁ ଓ ଭୀମ ଭୋଇ’ ସମ୍ପର୍କିତ ଆଲୋଚନାଚକ୍ରରେ ମତ ପ୍ରକାଶ ପାଇଛି।

ଆଜି ରେଢ଼ାଖୋଲ ଜିସି ହାଇସ୍କୁଲରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ଦେବରଞ୍ଜନଙ୍କ ପ୍ରଯୋଜିତ ଓ ନିର୍ଦ୍ଦେଶିତ ବୃତ୍ତଚିତ୍ର ‘ଅରୂପ ରୂପ’ ପ୍ରଦର୍ଶିତ ହୋଇଥିଲା। ମହିମା ଧର୍ମର ଦୁଇ ଅଗ୍ରଦୂତଙ୍କ ଆଧ୍ୟାତ୍ମିକ ଓ ପରିବର୍ତ୍ତନକାମୀ ଯାତ୍ରାର ଗତିପଥକୁ ତୋଳିଧରିବା ସହ ଆନ୍ଦୋଳନରେ ଦେଖା ଦେଇଥିବା ପରିବର୍ତ୍ତନକୁ ଏହି ବୃତ୍ତଚିତ୍ରରେ ସୁନ୍ଦର ଭାବେ ଦର୍ଶାଯାଇଛି।

ସନ୍ଥକବି ଭୀମଭୋଇ ଏକାଡେମୀର ଅଧ୍ୟକ୍ଷ ମୁରଲୀଧର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ରହ୍ମଅବଧୂତ ବାବା ଆନନ୍ଦ ଚନ୍ଦ୍ର ଦାସ, ଦେବରଞ୍ଜନ, ସନ୍ତୋଷ ରଥ, ବିଜୟ ମହାନ୍ତି, ମମତା ପାତ୍ର, ମହାବୀର ସିଂଦେଓ, ମେଘନାଦ ରାଉଳ, ମଞ୍ଜୁମାତା ପ୍ରମୁଖ ଉପସ୍ଥିତ ଥିଲେ। ଚନ୍ଦ୍ରହାସ୍ୟ ପ୍ରଧାନ, ଆଦିକନ୍ଦ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।

ମହିମା ଧର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Latest News

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.