Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନୀଷ ପାଣ୍ଡେଙ୍କ ଶତକ : ସିରିଜ୍‌ ଜିତିଲା ଭାରତ ଏ
ଆଜିର ଖବର

ମନୀଷ ପାଣ୍ଡେଙ୍କ ଶତକ : ସିରିଜ୍‌ ଜିତିଲା ଭାରତ ଏ

July 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ରହିଥିବା ଭାରତୀୟ ଦଳ ମ୍ୟାଚ୍‌ ସମାପ୍ତ ହେବା ପୂର୍ବରୁ ସିରିଜ୍‌ ବିଜୟୀ ହୋଇଛି । ଅଧିନାୟକ ମନୀଷ ପାଣ୍ଡେ ଶତକ ହାସଲ କରିଥିବା ବେଳେ କୃଣାଲ ପାଣ୍ଡ୍ୟା 5 ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ଭାରତ ଏ ଏହି ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ କ୍ରମାଗତ 3 ମ୍ୟାଚ୍‌ରେ ବିଜୟୀ ହେବା ସହିତ ସିରିଜ୍‌ ବିଜୟୀ ହୋଇଛି । ପ୍ରଥମେ ବ୍ୟାଟିଂ କରିଥିବା ଭାରତ 50 ଓଭରରେ 6 ଓ୍ବିକେଟ ହରାଇ 295 ରନ୍‌ ସଂଗ୍ରହ କରିଥିବା ବେଳେ ଓ୍ବିଣ୍ଡିଜ୍‌ ଏ 34.2 ଓଭରରେ 147 ରନ୍‌ରେ ସମସ୍ତ ଓ୍ବିକେଟ୍‌ ହରାଇ 148 ରନ୍‌ରେ ପରାଜିତ ହୋଇଥିଲେ । ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ଭାରତ ମନୀଷ ପାଣ୍ଡେ (100) ଏବଂ ଶୁଭମାନ ଗିଲ୍‌ (77) ଙ୍କ ସହାୟତାରେ ନିର୍ଦ୍ଧାରିତ ଓଭରରେ 295 ରନ୍‌ ସଂଗ୍ରହ କରିଥିଲେ । ଜବାବରେ ଓ୍ବିଣ୍ଡିଜ୍‌ ପ୍ରାରମ୍ଭରୁ ଭଲ ପ୍ରାରମ୍ଭ ପାଇଥିଲେ ମଧ୍ୟ କୃଣାଲ ପାଣ୍ଡ୍ୟା (5/25)ଙ୍କ ବୋଲିଂ ସମ୍ମୁଖରେ ଏହା ତାସ୍‌ ପତା ପରି ଭୁଶୁଡି ପଡିଥିଲା । ସିରିଜ୍‌ର ବାକି ଦୁଇଟି ମ୍ୟାଚ୍‌ କୁଲିଜ୍‌ରେ ଶୁକ୍ରବାର ଏବଂ ରବିବାର ଖେଳାଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.