Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବାମୀ ପରିତ୍ୟକ୍ତା ମହିଳାଙ୍କ ସହ ବନ୍ଧୁ ସମ୍ପର୍କ ରଖି ଦୁଷ୍କର୍ମ: ଗିରଫ ହେଲା ଅଭିଯୁକ୍ତ
ଆଜିର ଖବର

ସ୍ବାମୀ ପରିତ୍ୟକ୍ତା ମହିଳାଙ୍କ ସହ ବନ୍ଧୁ ସମ୍ପର୍କ ରଖି ଦୁଷ୍କର୍ମ: ଗିରଫ ହେଲା ଅଭିଯୁକ୍ତ

March 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅଞ୍ଚଳର ଜନୈକା ସ୍ବାମୀ ପରିତ୍ୟକ୍ତା ମହିଳାଙ୍କ ସହ ବଂଧୁ ସମ୍ପର୍କ ରଖି ପରବର୍ତ୍ତୀ ସମୟରେ ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖି ଆତ୍ମସନ୍ତୋଷ ଲାଭ କରିଥିବା ଯୁବକ ଆକାଶ ନାୟକକୁ ରାୟଗଡ଼ା ରୁ ଉଠାଇ ଆଣି ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ଅଭିଯୁକ୍ତ ଆକାଶ କୌଣସି ଏକ ଭୋଜି କାର୍ଯ୍ୟରେ ଉକ୍ତ ପୀଡିତା ମହିଳା ଙ୍କ ସହ ସମ୍ପର୍କରେ ଆସିଥିଲା ଓ ଶାରୀରିକ ସମ୍ପର୍କ ରଖିଥିଲା।

ପରବର୍ତ୍ତୀ ସମୟରେ ପୀଡ଼ିତା ମହିଳା ବିବାହ ପାଇଁ ଜିଦ୍ କରିବାରୁ ଆକାଶ ସେହି ଦିନଠାରୁ ଚମ୍ପଟ୍ ମାରିଥିଲା। ମହିଳା ଜଣଙ୍କ ବାପା ଘରକୁ ଯାଇ କିଛି ଦିନ ପରେ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ନଂ ୭୭/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଅଭିଯୁକ୍ତ କୁ ଗିରଫ କରିବା ପାଇଁ ଏକ ଟିମ ଗଠନ କରି ଅଭିଯୁକ୍ତ କୁ ରାୟଗଡା ରୁ ଉଠାଇ ଆଣି ଜେରା କରିବା ପରେ ଗିରଫ କରି କୋର୍ଟ ଚାଲାଣ କରିଛି।

ଦୁଷ୍କର୍ମ ଦୁଷ୍କର୍ମ ଅଭିଯୁକ୍ତ ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.