Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍ କୀ ବାତ୍ ପାଇଁ ପ୍ରସ୍ତାବ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ମନ୍ କୀ ବାତ୍ ପାଇଁ ପ୍ରସ୍ତାବ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

March 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୫ ମାର୍ଚ୍ଚ ୩୦ ମନ୍ କୀ ବାତ୍ କାର୍ଯ୍ୟକ୍ରମ ପାଇଁ ଜନସାଧାରଣଙ୍କ ଠାରୁ ପ୍ରସ୍ତାବ ଆହ୍ୱାନ କରିଛନ୍ତି।

ଚଳିତ ମାସର ମନ୍ କୀ ବାତ୍ ପାଇଁ ବହୁ ପରିମାଣର ପ୍ରସ୍ତାବ ମିଳିଥିବାରୁ ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି।

ଏକ୍ସ ର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଚଳିତ ମାସର ମନ୍ କୀ ବାତ୍  #MannKiBaat ପାଇଁ ବହୁ ସଂଖ୍ୟକ ପ୍ରସ୍ତାବ ମିଳିଥିବାରୁ ଖୁସି ଲାଗୁଛି, ଯାହାକି ୩୦ ତାରିଖରେ ହେବ। ଏସବୁ ପ୍ରସ୍ତାବ ସାମୁହିକ କଲ୍ୟାଣ ନିମନ୍ତେ ସାମୁହିକ ପ୍ରୟାସର ଶକ୍ତିକୁ ଉଲ୍ଲେଖ କରୁଛି। ଏପିସୋଡ ପାଇଁ ଅଧିକରୁ ଅଧିକ ଲୋକଙ୍କ ଠାରୁ ମୁଁ ପ୍ରସ୍ତାବ ଆହ୍ୱାନ କରୁଛି।

ନରେନ୍ଦ୍ର ମୋଦୀ ମନ୍ କୀ ବାତ୍
Share. Facebook Twitter LinkedIn Email WhatsApp Copy Link

Related Posts

‘ବନ୍ଦେ ମାତରମ୍’ ପ୍ରତି ଅସମ୍ମାନ?: ସୋନିଆ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ ଦାଖଲ କଲା ବିଜେପି

August 16, 2026

“ମୁଁ ଜଣେ ମାନସିକ ନକ୍ସଲ ହୋଇଥିବାରୁ ଗର୍ବିତ”: ପ୍ରଧାନମନ୍ତ୍ରୀଙ୍କୁ ଜବାବ ଦେଲେ ଚିଦାମ୍ବରମ୍

August 16, 2026

WTC ପଏଣ୍ଟ ଟେବୁଲ: ଭାରତକୁ ପଛରେ ପକାଇଲା ବାଂଲାଦେଶ, ଅଷ୍ଟ୍ରେଲିଆକୁ ବଡ଼ କ୍ଷତି

August 16, 2026

ଏଲପିଜି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି: କମ୍ପାନୀଗୁଡ଼ିକ ପାଇଁ ସ୍ଥିର କଲେ କୋଟା 

August 16, 2026
Latest News

‘ବନ୍ଦେ ମାତରମ୍’ ପ୍ରତି ଅସମ୍ମାନ?: ସୋନିଆ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ ଦାଖଲ କଲା ବିଜେପି

August 16, 2026

“ମୁଁ ଜଣେ ମାନସିକ ନକ୍ସଲ ହୋଇଥିବାରୁ ଗର୍ବିତ”: ପ୍ରଧାନମନ୍ତ୍ରୀଙ୍କୁ ଜବାବ ଦେଲେ ଚିଦାମ୍ବରମ୍

August 16, 2026

WTC ପଏଣ୍ଟ ଟେବୁଲ: ଭାରତକୁ ପଛରେ ପକାଇଲା ବାଂଲାଦେଶ, ଅଷ୍ଟ୍ରେଲିଆକୁ ବଡ଼ କ୍ଷତି

August 16, 2026

ଏଲପିଜି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି: କମ୍ପାନୀଗୁଡ଼ିକ ପାଇଁ ସ୍ଥିର କଲେ କୋଟା 

August 16, 2026

ଦିଲ୍ଲୀ ପଦଯାତ୍ରା ଘୋଷଣା କଲେ କୃଷକ ସଂଗଠନ: ବିଳମ୍ବିତ ରାତିରେ ସିଲ୍ ହେଲା ସୀମା

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.