Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋପୋରରେ ଏନ୍‌କାଉଣ୍ଟର : ଲସ୍କର ଆତଙ୍କୀ ନିହତ
ଆଜିର ଖବର

ସୋପୋରରେ ଏନ୍‌କାଉଣ୍ଟର : ଲସ୍କର ଆତଙ୍କୀ ନିହତ

July 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ କାଶ୍ମୀରର ସୋପୋରରେ ସୁରକ୍ଷାବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନ୍‌କାଉଣ୍ଟର ଅନୁଷ୍ଠିତ ହୋଇଯାଇଛି । ଏହି ଏନକାଉଣ୍ଟରରେ ଜଣେ ଲସ୍କର ଏ ତୋଏବା ଆତଙ୍କବାଦୀ ନିହତ ହୋଇଛନ୍ତି । ବୁଧବାର ସକାଳୁ ସୋପୋରର ବାରମୂଳାରେ ଏହି ଏନ୍‌କାଉଣ୍ଟର ସଙ୍ଗଠିତ ହୋଇଥିଲା । ମୃତ ଆତଙ୍କୀ ଜଣକ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ବୋଲି ପ୍ରାରମ୍ଭିକ ତଦନ୍ତରୁ ଜଣାପଡିଛି । ଏନ୍‌କାଉଣ୍ଟର ଜାରି ରହିଥିବା ବେଳେ ପ୍ରତିଷେଧକ ବ୍ୟବସ୍ଥା ପାଇଁ ଉକ୍ତ ଅଞ୍ଚଳରେ କଲେଜ୍‌ ଏବଂ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦଳର ଲକ୍ଷ୍ୟ କ’ଣ?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବଙ୍କ ବଡ ବୟାନ

February 12, 2026

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026
Latest News

ଦଳର ଲକ୍ଷ୍ୟ କ’ଣ?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବଙ୍କ ବଡ ବୟାନ

February 12, 2026

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.