ବ୍ରଜପାତ ସତର୍କତା ଜାରି କଲା ପାଣିପାଗ ବିଭାଗ

Published: Jul 17, 2019, 4:39 pm IST

ଆଜି ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଲକୋଇ, ବାଂଶପାଳ, ପାଲଲହଡ଼ା, ଲହୁଣିପଡ଼ା, ବାରକୋଟ, ପାଟଣା, ଘଟଗାଁ, ଆନନ୍ଦପୁର, କଙ୍କଡ଼ାହାଡ଼, ଆର୍.ଉଦୟଗିରି, ମୋହନା, ସାନଖେମୁଣ୍ଡି, ଦିଗପହଣ୍ଡି, କୁତ୍ରା, ବଡ଼ଗାଁ, ସୁକିନ୍ଦା, ହରିଚନ୍ଦନପୁର, ଭୁବନ, କାମାକ୍ଷାନଗର, ପର୍ଜଙ୍ଗ, ତାଳଚେର, କଣିହାଁ, ପାଲଲହଡ଼ା, ରିଆମାଳ, ତିଲେଇବଣି, ନାକଟିଦେଉଳ, ଓଡ଼ାପଡ଼ା, ପାତ୍ରପୁର ଓ ଚିକିଟି ପ୍ରମୁଖ ସ୍ଥାନଗୁଡ଼ିକ ପାଇଁ ସତର୍କ ଜାରି କରାଯାଇଛି ।

Related posts