Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳିକାକୁ ଦୁଷ୍କର୍ମ ଓ ଆକ୍ରମଣ ମାମଲା: ଅଭିଯୁକ୍ତକୁ ୩ ବର୍ଷ ଜେଲଦଣ୍ଡ
ଆଜିର ଖବର

ନାବାଳିକାକୁ ଦୁଷ୍କର୍ମ ଓ ଆକ୍ରମଣ ମାମଲା: ଅଭିଯୁକ୍ତକୁ ୩ ବର୍ଷ ଜେଲଦଣ୍ଡ

March 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Minor Rape and Murder Case: Accused Sentenced to Death by Bargarh POCSO Court
Minor Rape and Murder Case: Accused Sentenced to Death by Bargarh POCSO Court

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୈଦ୍ୟନାଥ ପୁର ଥାନା ଅର୍ନ୍ତଗତ ଆଙ୍କୁଲି ଅଞ୍ଚଳର ଦୀପୁ ନାହାକ ନାମକ ଜଣେ ଯୁବକକୁ ମାନ୍ୟବର ପୋକ୍ସ ଅଦାଲତ ଜଜ୍ ଗଣେଶ୍ୱର ପତି ୩ ବର୍ଷ ଜେଲଦଣ୍ଡ ସହ ୫୫୦୦ ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି। ଜରିମାନା ଅନାଦେୟ ଆଉ ୪୫ ଦିନ ଜେଲଦଣ୍ଡ ଶୁଣାଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ଅଭିଯୁକ୍ତ ଦୀପୁ ଜନୈକା ନାବାଳିକା ପୋଖରୀକୁ ଗାଧୋଇବା ପାଇଁ ଗଲାବେଳେ ତାକୁ ବଳପୂର୍ବକ ଦୁଷ୍କର୍ମ କରିଥିଲା ଓ ସେ ପାଟି କରିବାରୁ ତାକୁ ନିସ୍ତୁକ ମାଡ ମାରିଥିଲା। ପରେ ନାବାଳିକା ଜଣକ ବୈଦ୍ୟନାଥ ପୁର ଥାନାରେ ଅଭିଯୋଗ କରିଥିଲା ଓ ଅଭିଯୋଗକୁ ଭିତ୍ତି କରି ପୋଲିସ ୬୫/୨୧ ଅନୁଯାୟୀ ମକଦ୍ଦମା ରୁଜୁ କରି ଅଭିଯୁକ୍ତ ଦୀପୁ କୁ ଗିରଫ କରିଥିଲା।

କିନ୍ତୁ କିଛି ଦିନ ଜେଲ୍ ରେ ରହି ସେ ଜାମିନରେ ମୁକୁଳି ଆସିଥିଲା। ମାନ୍ୟବର ଜିଲ୍ଲା ସ୍ବତନ୍ତ୍ର ପୋକ୍ସ ଅଦାଲତ ଜଜ୍ ୧୧ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଉକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି।

ଜେଲଦଣ୍ଡ ବୈଦ୍ୟନାଥ ପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.