Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନସାଧାରଣଙ୍କ ସୁବିଧା ପାଇଁ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ସେବା ଦିବସ ସଂଶୋଧିତ
ଆଜିର ଖବର

ଜନସାଧାରଣଙ୍କ ସୁବିଧା ପାଇଁ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ସେବା ଦିବସ ସଂଶୋଧିତ

March 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବନ୍ଦେ ଭାରତ
ଦୁଇଟି ବନ୍ଦେ ଭାରତ ଟ୍ରେନ୍ ବନ୍ଦ କଲା ରେଳବାଇ: ଜାଣନ୍ତୁ ରୁଟ ଏବଂ କାରଣ

ଭୁବନେଶ୍ୱର: ଯାତ୍ରୀ ସୁବିଧାକୁ ବୃଦ୍ଧି କରିବା ପାଇଁ 20835/20836 ରାଉରକେଲା-ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ସେବା ସୂଚୀକୁ ସଂଶୋଧନ କରାଯାଇଛି। ବର୍ତ୍ତମାନ ଶନିବାର ବ୍ୟତୀତ ପ୍ରତିଦିନ ଚଳାଚଳ କରୁଥିବା ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍ ଏବେ ମଙ୍ଗଳବାର ବ୍ୟତୀତ ପ୍ରତିଦିନ ଚଳାଚଳ କରିବ।

ସଂଶୋଧିତ ସେବା ସମୟସୂଚୀ ଏହିପରି ହେବ…

ଏହି ଟ୍ରେନ ପାଇଁ 3 ଜୁନ୍ 2025 ଠାରୁ ସାପ୍ତାହିକ ଛୁଟି ଦିନ ଅର୍ଥାତ୍ ମଙ୍ଗଳବାର ଦିନ ଚଳାଚଳ ବନ୍ଦ ରହିବ ଏବଂ 7 ଜୁନ୍ 2025 ଠାରୁ ଶନିବାର ଦିନମାନଙ୍କରେ ଚଳାଚଳ ସ୍ୱାଭାବିକ ରହିବ।

? 20836 ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ସକାଳ 5 ଘଟିକାରେ ଛାଡି ଅପରାହ୍ନ 12ଘ.45ମି.ରେ ରାଉରକେଲାରେ ପହଞ୍ଚୁଛି।

? 20835 ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍ ରାଉରକେଲାରୁ ଅପରାହ୍ନ 2ଘ.10ମି.ରେ ଛାଡି ପୁରୀରେ ରାତ୍ରି 9ଘ.40ମି.ରେ ପହଞ୍ଚୁଛି।

ଏହି ଟ୍ରେନ ପାଇଁ ସ୍ଥିରୀକୃତ ଷ୍ଟେସନଗୁଡ଼ିକରେ ଟ୍ରେନର ସମୟ ଏବଂ ରହଣିରେ କୌଣସି ପରିବର୍ତ୍ତନ ହେବ ନାହିଁ।

ଯାତ୍ରୀମାନଙ୍କୁ ଅନୁରୋଧ କରାଯାଇଛି ଯେ ସେମାନେ ସଂଶୋଧିତ ସେବା ଦିବସଗୁଡ଼ିକୁ ଧ୍ୟାନ ଦିଅନ୍ତୁ ଏବଂ ସେହି ଅନୁସାରେ ସେମାନଙ୍କ ଯାତ୍ରା ଯୋଜନା କରନ୍ତୁ।

ପୂର୍ବତଟ ରେଳପଥ ବନ୍ଦେ ଭାରତ ଏକ୍ସପ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026

ଆଜି ବିଶେଷ ଦିନ!: ଏକା ସାଙ୍ଗରେ ପଡୁଛି ଅନେକ ବଡ଼ ପର୍ବ, ବ୍ରତ ଏବଂ ଦୁର୍ଲଭ ସଂଯୋଗ

March 19, 2026
Latest News

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 19, 2026

ଆଜି ବିଶେଷ ଦିନ!: ଏକା ସାଙ୍ଗରେ ପଡୁଛି ଅନେକ ବଡ଼ ପର୍ବ, ବ୍ରତ ଏବଂ ଦୁର୍ଲଭ ସଂଯୋଗ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.