Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜରୁରୀକାଳୀନ ପରିସ୍ଥିତି ସମୟରେ ବନ୍ଦୀମାନଙ୍କୁ ମାସିକ ପେନସନ ପ୍ରଦାନ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି
ଆଜିର ଖବର

ଜରୁରୀକାଳୀନ ପରିସ୍ଥିତି ସମୟରେ ବନ୍ଦୀମାନଙ୍କୁ ମାସିକ ପେନସନ ପ୍ରଦାନ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି

March 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: 25 ଜୁନ 1975 ମସିହାରୁ 21 ମାର୍ଚ୍ଚ 1977 ମସିହା ପର୍ଯ୍ୟନ୍ତ ଜାତୀୟ ଜରୁରୀକାଳୀନ ପରିସ୍ଥିତି ସମୟରେ MISA, DIR ଏବଂ DISIR ପ୍ରଭୃତି ଆଇନ ବଳରେ ଗିରଫ ହୋଇଥିବା ବନ୍ଦୀମାନଙ୍କୁ ସରକାରଙ୍କ ଦ୍ୱାରା ମାସିକ ପେନସନ ଦେବାପାଇଁ ଗତ ସ୍ୱାଧୀନତା ଦିବସରେ ଘୋଷଣା କରାଯାଇଥିଲା।

ସେହି ଘୋଷଣା ମୁତାବକ, ସରକାରଙ୍କ ଦ୍ୱାରା ଏକ ସଂକଳ୍ପ ପତ୍ର 13 ଜାନୁୟାରୀ 2025 ତାରିଖରେ ଜାରି କରାଯାଇଥିଲା। ସେହି ସଂକଳ୍ପ ପତ୍ରରେ ଜରୁରୀକାଳୀନ ପରିସ୍ଥିତି ସମୟରେ ବନ୍ଦୀ ହୋଇଥିବା ବ୍ୟକ୍ତିମାନଙ୍କୁ ଜିଲ୍ଲାପାଳମାନଙ୍କ ନିକଟରେ ଆବେଦନ କରିବାକୁ ଘୋଷଣା କରାଯାଇଥିଲା।

ସମ୍ପୃକ୍ତ ଜିଲ୍ଲାପାଳମାନେ ବନ୍ଦୀମାନଙ୍କ ଠାରୁ ପ୍ରାପ୍ତ ହୋଇଥିବା ଆବେଦନ ପତ୍ର ଗୁଡିକୁ ଜିଲ୍ଲାସ୍ତରୀୟ କମିଟିରେ ତର୍ଜମା କରି ରାଜ୍ୟ ସ୍ତରୀୟ କମିଟିକୁ ପ୍ରେରଣ କରିଥାନ୍ତି।

ଇତିମଧ୍ୟରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଜିଲ୍ଲା ସ୍ତରୀୟ କମିଟିର ନିଷ୍ପତ୍ତିକୁ ବିଚାରକରି ପ୍ରଥମ ପର୍ଯ୍ୟାୟରେ ଏକୋଇଶ (21) ଜଣଙ୍କୁ 01 ଜାନୁୟାରୀ 2025 ତାରିଖଠାରୁ ମାସିକ କୋଡ଼ିଏ ହଜାର ଟଙ୍କା ପେନସନ ଦେବା ପାଇଁ ରାଜ୍ୟସ୍ତରୀୟ କମିଟି ସୁପାରିଶ କରିଛନ୍ତି।

ରାଜ୍ୟ ସରକାର ଇତି ମଧ୍ୟରେ ଏହାକୁ ଅନୁମୋଦନ କରିଛନ୍ତି।

MISA, DIR ଏବଂ DISIR ବନ୍ଦୀମାନଙ୍କଠାରୁ ଗ୍ରହଣ ହୋଇଥିବା ଅନ୍ୟ ଆବେଦନ ପତ୍ରଗୁଡିକୁ ବିଚାର କରାଯାଇ ପରବର୍ତ୍ତୀ ପର୍ଯ୍ୟାୟରେ ସେହିମାନଙ୍କୁ ମଧ୍ୟ ଏହି ସୁବିଧା ପ୍ରଦାନ କରାଯିବ।

ଜରୁରୀକାଳୀନ ପରିସ୍ଥିତି
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026
Latest News

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.