Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାବଧାନ…ଆଜି ଭୁବନେଶ୍ବରରେ ଗର୍ଜ୍ଜନ କରିବ ପ୍ରଦେଶ କଂଗ୍ରେସ, ଘେରାଉ କରିବ ବିଧାନସଭା
ଆଜିର ଖବର

ସାବଧାନ…ଆଜି ଭୁବନେଶ୍ବରରେ ଗର୍ଜ୍ଜନ କରିବ ପ୍ରଦେଶ କଂଗ୍ରେସ, ଘେରାଉ କରିବ ବିଧାନସଭା

March 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
congress
ସାବଧାନ...ଆଜି ଭୁବନେଶ୍ବରରେ ଗର୍ଜ୍ଜନ କରିବ ପ୍ରଦେଶ କଂଗ୍ରେସ, ଘେରାଉ କରିବ ବିଧାନସଭା

ଭୁବନେଶ୍ବର: ଆଜି ବିଧାନସଭା ଘେରାଉ କରିବ ପ୍ରଦେଶ କଂଗ୍ରେସ। ରାଜରାସ୍ତାରେ କରିବ ଗର୍ଜ୍ଜନ। ସେଥିପାଇଁ ଦଳ ତରଫରୁ କରାଯାଇଛି ବ୍ୟାପକ ପ୍ରସ୍ତୁତି। ରାଜ୍ୟର ବିଭିନ୍ନ ଜିଲ୍ଲାରୁ କର୍ମିଙ୍କୁ ଅଣାଯାଇ ବିଧାନସଭା ଭିତରକୁ ପ୍ରବେଶ କରିବାକୁ କରିବ ଚେଷ୍ଠା। ଭକ୍ତ ଦାସ ସଭାପତି ହେବା ପରେ ଏହା ହେଉଛି ତାଙ୍କର ଆଉ ଏକ ବଡ କାର୍ଯ୍ୟକ୍ରମ।

ବିଧାନସଭାରେ କଂଗ୍ରେସ ବିଧାୟକଙ୍କୁ ନିଲମ୍ବନ କରିବା ବିରୋଧରେ ଗର୍ଜ୍ଜନ କରିବ କଂଗ୍ରେସ। ବିଜେପି ସରକାରର ଗୁଣ୍ଡାରାଜ ବିରୋଧରେ କରିବ ପ୍ରତିବାଦ।ରାଜ୍ୟରେ ମହିଳା ନିର୍ଯ୍ୟାତନା ବୃଦ୍ଧି ବିରୋଧରେ ପ୍ରତିବାଦ କରିବ ଦଳ। ବିଧାନସଭାରେ କଂଗ୍ରେସ ବିଧାୟକମାନେ ନାରୀ ନିର୍ଯ୍ୟାତନା ବିରୋଧରେ ସ୍ବର ଉତ୍ତୋଳନ କରିବାରୁ ସେମାନଙ୍କୁ ନିଲମ୍ବନ କରାଯାଇଛି। ଏହାର ପ୍ରତିବାଦ କରିବ କଂଗ୍ରେସ।

ଆଜି ଦିନ ୧୦ ଟାରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଭକ୍ତଚରଣ ଦାସଙ୍କ ନେତୃତ୍ୱରେ ଲୋଏର ପିଏମ୍‌ଜି ଠାରେ ଏହି ବିଧାନସଭା ଘେରାଉ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ପ୍ରଭାରୀ ଶ୍ରୀଯୁକ୍ତ ଅଜୟ କୁମାର ଲଲ୍ଲ, ଓଡ଼ିଶା ସହ-ପ୍ରଭାରୀ ମିସ୍ ରୋଜାଲିନା ତିର୍କି, କଂଗ୍ରେସ ବିଧାୟକ ଓ ବରିଷ୍ଠ କଂଗ୍ରେସ ନେତୃବର୍ଗ ଯୋଗଦେବେ।ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ କଂଗ୍ରେସ କର୍ମୀ ଓ ବିଶେଷ କରି ମହିଳା ଓ ବିଭିନ୍ନ ବର୍ଗର ଲୋକ ଅଂଶ ଗ୍ରହଣ କରିବେ।

Congress କଂଗ୍ରେସ କଂଗ୍ରେସର ବିଧାନସଭା ଘେରାଉ
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025

ବର୍ଷା ଋତୁରେ ଏସି ବ୍ୟବହାର କରୁଥିଲେ ଏହି ଜିନିଷ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍ ହୋଇପାରେ କ୍ଷତି

August 4, 2025

ସମୁଦ୍ରରେ ବୁଡ଼ିଗଲା ୧୫୪ ଲୋକଙ୍କ ଭର୍ତ୍ତି ଡଙ୍ଗା!: ୬୮ ମୃତ, ୭୪ ନିଖୋଜ

August 4, 2025

ଦୁଇଟି ଭୋଟର କାର୍ଡ ରଖିବା ପାଇଁ ଏହି ଦଣ୍ଡ ହୋଇପାରେ, ଜାଣନ୍ତୁ ଏ ସମ୍ପର୍କରେ ନିୟମ କ’ଣ?

August 4, 2025
Latest News

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025

ବର୍ଷା ଋତୁରେ ଏସି ବ୍ୟବହାର କରୁଥିଲେ ଏହି ଜିନିଷ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍ ହୋଇପାରେ କ୍ଷତି

August 4, 2025

ଉପରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା ପରେ ରାଷ୍ଟ୍ରପତିଙ୍କୁ କାହିଁକି ଭେଟିଲେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ

August 4, 2025

ସମୁଦ୍ରରେ ବୁଡ଼ିଗଲା ୧୫୪ ଲୋକଙ୍କ ଭର୍ତ୍ତି ଡଙ୍ଗା!: ୬୮ ମୃତ, ୭୪ ନିଖୋଜ

August 4, 2025

ଦୁଇଟି ଭୋଟର କାର୍ଡ ରଖିବା ପାଇଁ ଏହି ଦଣ୍ଡ ହୋଇପାରେ, ଜାଣନ୍ତୁ ଏ ସମ୍ପର୍କରେ ନିୟମ କ’ଣ?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.