Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାକ୍ରୋ ବିଶ୍ୱକପ୍ ୨୦୨୫ରେ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିବାଥିବାରୁ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଟାକ୍ରୋ ବିଶ୍ୱକପ୍ ୨୦୨୫ରେ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିବାଥିବାରୁ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

March 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସିପକ୍ ଟାକ୍ରୋ ବିଶ୍ୱକପ୍ ୨୦୨୫ରେ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ ସିପକ୍ ଟାକ୍ରୋ ଦଳକୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଇଛନ୍ତି। ସେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଘରକୁ ଆଣିଥିବାରୁ ଦଳକୁ ପ୍ରଶଂସା ମଧ୍ୟ କରିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ସେ କହିଛନ୍ତି:

“ସିପକ୍ ଟାକ୍ରୋ ବିଶ୍ୱକପ୍ ୨୦୨୫ରେ ଚମତ୍କାର କ୍ରୀଡା ଉତ୍କର୍ଷତା ପ୍ରଦର୍ଶନ ପାଇଁ ଆମ ଦଳକୁ ଅଭିନନ୍ଦନ! ଏହି ଦଳ ୭ଟି ପଦକ ଆଣିଛି। ପୁରୁଷ ରେଗୁ ଦଳ ଭାରତର ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିବା ସହ ଇତିହାସ ସୃଷ୍ଟି କରିଛି।

ଏହି ଚମତ୍କାର ପ୍ରଦର୍ଶନ ବିଶ୍ୱସ୍ତରୀୟ ସିପକ୍ ଟାକ୍ରୋ କ୍ଷେତ୍ରରେ ଭାରତର ଏକ ଆଶାଜନକ ଭବିଷ୍ୟତକୁ ସୂଚିତ କରୁଛି।”

Sepak Takraw World Cup 2025 ନରେନ୍ଦ୍ର ମୋଦୀ ସିପକ୍ ଟାକ୍ରୋ ବିଶ୍ୱକପ୍ ୨୦୨୫ ସ୍ୱର୍ଣ୍ଣ ପଦକ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025
Latest News

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025

ରାଜ୍ୟ ମନ୍ତ୍ରୀମଣ୍ଡଳ ସଂପ୍ରାସରଣ ଚର୍ଚ୍ଚା ଭିତରେ ଦିଲ୍ଲୀ କାହିଁକି ଗଲେ ବିଜେପି ସଭାପତି ମନମୋହନ ସାମଲ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.