Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଜ୍ରପାତରେ ୩ ମୃତ, ଜଣେ ଗୁରୁତର
ଆଜିର ଖବର

ବଜ୍ରପାତରେ ୩ ମୃତ, ଜଣେ ଗୁରୁତର

July 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦୁଝର ଜିଲ୍ଲାରେ ବଜ୍ରପାତରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ବୁଧବାର ଅପରାହ୍ନରେ ବଜ୍ରପାତ ହେବାରୁ ହରିଚନ୍ଦନପୁର ବ୍ଲକ୍‌ ବଡ଼ସିଆଳିମାଳ ଗାଁରେ ଦମ୍ପତି ପ୍ରାଣ ହରାଇଛନ୍ତି । ସେହିପରି ଠାକୁରପଡ଼ା ଗାଁରେ ବଜ୍ରପାତରେ ସ୍ୱାମୀର ମୃତ୍ୟୁ ହୋଇଥିବାବେଳେ ସ୍ତ୍ରୀ ଗୁରୁତର ଅଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ଦମ୍ପତି ହେଉଛନ୍ତି ଚୈତନ୍ୟ ମହାନ୍ତ ଓ ମୀନା ମହାନ୍ତ । ଆଜି କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୀଷଣ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

୧୫ ବର୍ଷ ବୟସରେ ବିଶ୍ୱ ରେକର୍ଡ ସ୍ଥାପନ କଲେ ବୈଭବ ସୂର୍ଯ୍ୟବଂଶୀ

May 25, 2026

ଏକାଥରେ 67 ବିଇଓ ଙ୍କୁ ବଦଳି କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜାଣନ୍ତୁ କିଏ କେଉଁଠାକୁ ଗଲେ

May 25, 2026

ଭାଇରାଲ ଭିଡିଓ ମାମଲାରେ JDU ବିଧାୟକ ଅନନ୍ତ ସିଂହଙ୍କୁ ଗିରଫ କରାଯିବ କି?: ଆସିଲା ବଡ଼ ଅପଡେଟ୍

May 25, 2026

ଭୟରେ କମ୍ପିବେ ଶତ୍ରୁ ଦେଶ: ଭାରତ ଆସୁଛି ୧୧୪ଟି ରାଫେଲ ଯୁଦ୍ଧ ବିମାନ

May 25, 2026
Latest News

୧୫ ବର୍ଷ ବୟସରେ ବିଶ୍ୱ ରେକର୍ଡ ସ୍ଥାପନ କଲେ ବୈଭବ ସୂର୍ଯ୍ୟବଂଶୀ

May 25, 2026

ଏକାଥରେ 67 ବିଇଓ ଙ୍କୁ ବଦଳି କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜାଣନ୍ତୁ କିଏ କେଉଁଠାକୁ ଗଲେ

May 25, 2026

ଭାଇରାଲ ଭିଡିଓ ମାମଲାରେ JDU ବିଧାୟକ ଅନନ୍ତ ସିଂହଙ୍କୁ ଗିରଫ କରାଯିବ କି?: ଆସିଲା ବଡ଼ ଅପଡେଟ୍

May 25, 2026

ଦଳରୁ ଏବଂ ସାଂସଦ ପଦରୁ ଇସ୍ତଫା ଦେବା ପରେ ଏବେ କୁଆଡେ ଯିବେ ଦେବାଶିଷ ସାମନ୍ତରାୟ?

May 25, 2026

ଭୟରେ କମ୍ପିବେ ଶତ୍ରୁ ଦେଶ: ଭାରତ ଆସୁଛି ୧୧୪ଟି ରାଫେଲ ଯୁଦ୍ଧ ବିମାନ

May 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.