Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ମେଡ଼ିକାଲ୍‌ କମିଶନ ଗଠନ ହେବ : ପ୍ରକାଶ ଜାଭଡେକର
ଆଜିର ଖବର

ଜାତୀୟ ମେଡ଼ିକାଲ୍‌ କମିଶନ ଗଠନ ହେବ : ପ୍ରକାଶ ଜାଭଡେକର

July 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜାତୀୟ ମେଡ଼ିକାଲ୍‌ କମିଶନ ଗଠନ ହେବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି ।  ମେଡିକାଲ ଶିକ୍ଷା ପାଇଁ ଏକାଧିକ ଏଣ୍ଟ୍ରାନ୍ସ ବଦଳରେ କେବଳ ଏନଇଇଟି ପରୀକ୍ଷା ହେବ । ଅର୍ଥାତ୍ ଏବେ ଦେଶରେ କିମ୍ବା କୌଣସୀ ରାଜ୍ୟସ୍ତରୀୟ ମେଡିକାଲ କଲେଜରେ ୟୁଜି ପଢିବା ପାଇଁ ହେଲେ କେବଳ ଏନଇଇଟି ପରୀକ୍ଷା ଦେବାକୁ ପଡିବ। ଅରୁଣାଚଳ ପ୍ରଦେଶରେ ଦେଶର ସର୍ବବୃହତ୍ ଜଳବିଦ୍ୟୁତ ପ୍ରକଳ୍ପ ହେବ  । ୨୮୮୦ ମେଗାୱାଟ୍ ବିଦ୍ୟୁତ୍ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୧୬ଶହ କୋଟି ଖର୍ଚ୍ଚ ହେବ । ଏତଦ୍ ବ୍ୟତୀତ ୫୮ଟି ପୁରୁଣା ଆଇନ ରଦ୍ଦ ପାଇଁ ମଧ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ବୋଲି ଜାଭଡେକର ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

September 10, 2026

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

September 10, 2026

ଯୁକ୍ତ୨ରେ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ: ହେଲ୍‌ଥକେୟାର ଓ ଆପାରେଲ୍ସ ପଢ଼ିବେ ଛାତ୍ରଛାତ୍ରୀ

September 10, 2026

୯ମ ରାଷ୍ଟ୍ରୀୟ ପୋଷଣ ମାସ: ଏକ ମାସବ୍ୟାପୀ ପୋଷଣ ଉତ୍ସବ

September 10, 2026
Latest News

ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

September 10, 2026

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

September 10, 2026

ଇଣ୍ଡିଆ-ଏ’ ଟିମ୍ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଲା ସ୍ଥାନ

September 10, 2026

ଇଣ୍ଡୋନେସିଆ ପୁସ୍ତକ ମେଳାରେ ଏକମାତ୍ର ଭାରତୀୟ ପ୍ରକାଶକ ଭାବେ ଯୋଗ ଦେବ ଓଡିଶାର ‘ପେନ୍ ଇନ୍ ବୁକ୍ସ’ 

September 10, 2026

ଯୁକ୍ତ୨ରେ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ: ହେଲ୍‌ଥକେୟାର ଓ ଆପାରେଲ୍ସ ପଢ଼ିବେ ଛାତ୍ରଛାତ୍ରୀ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.