Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମିବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ : ୯ ମୃତ, ୨୦ ଆହତ
ଆଜିର ଖବର

ଜମିବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ : ୯ ମୃତ, ୨୦ ଆହତ

July 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର ପ୍ରଦେଶର ସୋନଭଦ୍ର ଜିଲ୍ଲାର ଉଭଭା ଗାଁରେ ଜମି ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏହି ସଂଘର୍ଷରେ ୯ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଜଣ ଗୁରୁତର ଭାବେ ଆହାତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୬ଜଣ ପୁରୁଷ ଓ ୩ ଜଣ ମହିଳା ରହିଛନ୍ତି । ଗ୍ରାମ ପଞ୍ଚାୟତରେ ଚାଲିଥିବା ଏହି ବିବାଦଟି ଠେଙ୍ଗା ବାଡ଼ିରୁ ଆରମ୍ଭ ହୋଇ ଗୁଳିଗୋଳାରେ ପହଞ୍ଚି ଯାଇଥିଲା ।  ଏହି ଘଟଣାର ସୂଚନା ମିଳିବା ପରେ ଘଟଣାସ୍ଥଳରେ ପୁଲିସ ଅଧିକାରୀ ପହଞ୍ଚି ଗୁରୁତରମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କକରିଥିଲେ । ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଅନେକ ଗୁରୁତରମାନଙ୍କ ଅବସ୍ଥା ସଂକଟାପର୍ଣ୍ଣ ରହିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମଭଦ୍ରର ଏହି ଘଟଣାକୁ ବୁଝିବା ସହ ମୃତକଙ୍କୁ ସମବେଦନା ଜଣାଇଛନ୍ତି । ଏହାସହ ରାଜ୍ୟର ପୋଲିସ ମହାନିର୍ଦ୍ଦେଶକଙ୍କୁ ଏହି ଘଟଣା ଉପରେ ପ୍ରତ୍ୟକ୍ଷ ଧ୍ୟାନ ରଖିବା ସହ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.