Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳିବିନିମୟ, ୧୬ ନକ୍ସଲ ନିହତ, ୨ ଯବାନ ଆହତ
ଆଜିର ଖବର

ଛତିଶଗଡରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳିବିନିମୟ, ୧୬ ନକ୍ସଲ ନିହତ, ୨ ଯବାନ ଆହତ

March 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନକ୍ସଲ ମୁକ୍ତ ଭାରତ
ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ: ଛତିଶଗଡର ସୁକମା-ଦନ୍ତେୱାଡା ସୀମାରେ ଥିବା ଉପମପଲ୍ଲୀ କେରଳାପାଲ ଅଞ୍ଚଳର ଜଙ୍ଗଲରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସୁରକ୍ଷା ବାହିନୀ ସୁକମା ଜଙ୍ଗଲରୁ ନକ୍ସଲମାନଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଏହି ଏନକାଉଣ୍ଟରରେ ଦୁଇଜଣ ଯବାନ ମଧ୍ୟ ସାମାନ୍ୟ ଆହତ ହୋଇଥିଲେ।

ଛତିଶଗଡ ବସ୍ତର ଜୋନ୍ ଆଇଜି ପି ସୁନ୍ଦରରାଜଙ୍କ ଅନୁଯାୟୀ, ସୁକମା-ଦନ୍ତେୱାଡା ସୀମାରେ ଥିବା ଉପମ୍ପଲ୍ଲୀ କେରଳାପାଲ ଜଙ୍ଗଲରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ୧୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଏବେ ବି ଗୁଳି ବିନିମୟ ଜାରି ରହିଛି।

ଶୁକ୍ରବାର ଦିନ ଜିଲ୍ଲା ରିଜର୍ଭ ଗାର୍ଡ (DRG) ଏବଂ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (CRPF) ଦ୍ୱାରା ମିଳିତ ନକ୍ସଲ ବିରୋଧୀ ଅପରେସନ ସମୟରେ ଏହି ଗୁଳି ବିନିମୟ ଆରମ୍ଭ ହୋଇଥିଲା। ଅଧିକାରୀଙ୍କ କହିବାନୁସାରେ, ସୁକମା ପୋଲିସ ଷ୍ଟେସନ ସୀମା ଅନ୍ତର୍ଗତ କେରଳାପାଲ ଅଞ୍ଚଳରେ ନକ୍ସଲମାନଙ୍କ ଉପସ୍ଥିତି ବିଷୟରେ ଗୁପ୍ତ ସୂଚନା ମିଳିବା ପରେ ଏହି ଅପରେସନ ଆରମ୍ଭ କରାଯାଇଥିଲା।

ମିଳିତ ଦଳ ମାର୍ଚ୍ଚ ୨୮ ତାରିଖରେ ସର୍ଚ୍ଚ ଅପରେସନ ପାଇଁ ବାହାରିଥିଲା। ଆଜି ସକାଳ ଠାରୁ ନକ୍ସଲ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟ ଚାଲିଛି। ସୁରକ୍ଷା ବାହିନୀ ବର୍ତ୍ତମାନ ଏନକାଉଣ୍ଟର ସ୍ଥାନ ଏବଂ ଏହାର ଆଖପାଖ ଜଙ୍ଗଲ ଅଞ୍ଚଳରେ ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରୁଛି।

Chhattisgarh News encounter Naxals
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ଇଣ୍ଡିଆ ମେଣ୍ଟ: ସିଜେଆଇ ଙ୍କୁ ଚିଠି ଲେଖିଲେ ୨୩ଟି ଦଳ

June 30, 2026

ତିନି ବର୍ଷ ପାଇଁ ନିଯୁକ୍ତ ହେବେ HDFC ବ୍ୟାଙ୍କର ନୂତନ ଅଧ୍ୟକ୍ଷ: ଜାଣନ୍ତୁ ସେ  କିଏ?

June 30, 2026

“ଶାନ୍ତି ଦୂତ”ର ଖୋଲିବ ମୁଖା: ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଭାରତର ବଡ଼ ଯୋଜନା

June 30, 2026

ଅନୁଗୋଳରେ ବେଆଇନ୍ ବନ୍ଧୁକ କାରଖାନା ଠାବ, ୨ ଭାଇ ଗିରଫ

June 30, 2026
Latest News

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ଇଣ୍ଡିଆ ମେଣ୍ଟ: ସିଜେଆଇ ଙ୍କୁ ଚିଠି ଲେଖିଲେ ୨୩ଟି ଦଳ

June 30, 2026

ତିନି ବର୍ଷ ପାଇଁ ନିଯୁକ୍ତ ହେବେ HDFC ବ୍ୟାଙ୍କର ନୂତନ ଅଧ୍ୟକ୍ଷ: ଜାଣନ୍ତୁ ସେ  କିଏ?

June 30, 2026

“ଶାନ୍ତି ଦୂତ”ର ଖୋଲିବ ମୁଖା: ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଭାରତର ବଡ଼ ଯୋଜନା

June 30, 2026

ଅନୁଗୋଳରେ ବେଆଇନ୍ ବନ୍ଧୁକ କାରଖାନା ଠାବ, ୨ ଭାଇ ଗିରଫ

June 30, 2026

ଆଜିଠାରୁ ଅଣସର ଦର୍ଶନ: ବ୍ରହ୍ମଗିରିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ପ୍ରଭୁ ଅଲାରନାଥ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.