Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଗସ୍ତରେ ଦିଲ୍ଲୀ, ମହାରାଷ୍ଟ୍ର ଏବଂ ଆସାମ ମୁଖ୍ୟମନ୍ତ୍ରୀ, ମୋହନ ମାଝୀଙ୍କୁ କଲେ ସାକ୍ଷାତ
ଆଜିର ଖବର

ଓଡିଶା ଗସ୍ତରେ ଦିଲ୍ଲୀ, ମହାରାଷ୍ଟ୍ର ଏବଂ ଆସାମ ମୁଖ୍ୟମନ୍ତ୍ରୀ, ମୋହନ ମାଝୀଙ୍କୁ କଲେ ସାକ୍ଷାତ

March 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
AllCM
ଓଡିଶା ଗସ୍ତରେ ଦିଲ୍ଲୀ, ମହାରାଷ୍ଟ୍ର ଏବଂ ଆସାମ ମୁଖ୍ୟମନ୍ତ୍ରୀ, ମୋହନ ମାଝୀଙ୍କୁ କଲେ ସାକ୍ଷାତ

ଭୁବନେଶ୍ବର: ଓଡିଶା ଗସ୍ତରେ ଆସିଛନ୍ତି ତିନିଟି ରାଜ୍ୟର ମୁଖ୍ୟମନ୍ତ୍ରୀ। ସେମାନେ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ସମସ୍ତେ ଭିନ୍ନ ଭିନ୍ନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଗତକାଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ସାକ୍ଷାତ କରିଥିବା ବେଳେ ଆଜି ଦିଲ୍ଲୀ ଏବଂ ଆସାମ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିଛନ୍ତି।

ତେବେ ସେମାନେ ଓଡିଶା ଆସିବାର ମୁଖ୍ୟ ଉଦ୍ଦେଶ୍ୟ ଥିଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତି ସଭାରେ ଯୋଗଦାନ କରିବା। ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ସଂଧ୍ୟାରେ ଭୁବନେଶ୍ବରର କୃଷକ ସମାଜରେ ଆୟୋଜିତ ଦ୍ବାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ଆସାମ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.