Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଦନ୍ତୀ ମହୋତ୍ସବ ୨୦୨୫ ଉଦଘାଟିତ
ଆଜିର ଖବର

ଉଦନ୍ତୀ ମହୋତ୍ସବ ୨୦୨୫ ଉଦଘାଟିତ

March 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆପଡା: ନୂଆପଡ଼ା ଜିଲ୍ଲା ସିନାପାଲିରେ ଉଦନ୍ତୀ ମହୋତ୍ସବ ୨୦୨୫ ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଅଛି। ଏହି ଅବସରରେ ସିନାପାଲି ଦୁର୍ଗା ମନ୍ଦିରରୁ ଏକ ବିରାଟ ମଶାଲ ଶୋଭାଯାତ୍ରା ଓ ଛତର ବାହାରି ମା ମହୁଲଗୋଛେନ ମନ୍ଦିର ଦେଇ ସହର ପରିକ୍ରମା ପରେ ମହୋତ୍ସବ ମଞ୍ଚରେ ପହଞ୍ଚିଥିଲେ। ଶୋଭାଯାତ୍ରାରେ ଘଣ୍ଟ ଶଙ୍ଖ, ଘୁମୁରା ସମେତ ଅନେକ ସାଂସ୍କୃତିକ ଅନୁଷ୍ଠାନ ର ସାଂସ୍କୃତିକ ଦଳ ସାମିଲ ହୋଇଥିଲେ। ସିନାପାଲି ସହର ଚଳ ଚଞ୍ଚଳ ହୋଇ ଉତ୍ସବ ମୁଖରିତ ହୋଇଥିଲା।

ଉଦଘାଟନ ଉତ୍ସବରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ଯୋଗ ଦେଇ ପ୍ରାଚୀନ କଳା, ଗୌରବମୟ ସାହିତ୍ୟ, ମହନୀୟ ସଂସ୍କୃତିର ମହା ମିଳନ ବୋଲି ମତବ୍ୟକ୍ତ କରିଥିଲେ।

ମହୋତ୍ସବ ପାଳନ କମିଟି ସଭାପତି ବୈଷ୍ଣବ ମେହେର ସଭାରେ ସଭାପତିତ୍ବ କରିଥିବା ବେଳେ ବିଶିଷ୍ଟ ଅତିଥି ରୂପେ ଖଡିଆଳ ବନ ଖଣ୍ଡ ଅଧିକାରୀ ମହମ୍ମଦ ଅଜିଜ ଖାନ, ସମ୍ମାନିତ ଅତିଥି ଭାବରେ ଜିଲ୍ଲାପରିଷଦ ସଦସ୍ୟା ପୁଷ୍ପାଞ୍ଜଳି ଗୁଆଲ, ଜିଲ୍ଲାପରିଷଦ ସଦସ୍ୟା ଆଶା ଜୈନ, ସିନାପାଲି ସଦର ସମିତି ସଭ୍ୟ ମନିସ ପଟେଲ, ସିନାପାଲି ସଦର ସରପଞ୍ଚ ସୁନିତା ମେହେର ପ୍ରମୁଖ ମଞ୍ଚାସିନ ରହିଥିଲେ।

ଏହି କାର୍ଯ୍ୟକ୍ରମକୁ ମହୋତ୍ସବ ର ଉପଦେଷ୍ଟା ଲଳିତ ସୁନାରି ସ୍ବାଗତ କରିଥିବା ବେଳେ ନବୀନ ଚନ୍ଦ୍ର ମେହେର ଧନ୍ୟବାଦ ଦେଇଥିଲେ। ରଙ୍ଗାରଙ୍ଗ ମେଲୋଡି ଅନୁଷ୍ଠିତ।

ମଶାଲ ଶୋଭାଯାତ୍ରା ସିନାପାଲି
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.