Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସବୁରି ଘରକୁ ଶୁଦ୍ଧ ଜଳ : ଜଳଶକ୍ତି ମନ୍ତ୍ରାଳୟ ସହିତ ସହଯୋଗର ହାତ ବଢାଇଲା ଇସ୍ପାତ ମନ୍ତ୍ରାଳୟ
ଆଜିର ଖବର

ସବୁରି ଘରକୁ ଶୁଦ୍ଧ ଜଳ : ଜଳଶକ୍ତି ମନ୍ତ୍ରାଳୟ ସହିତ ସହଯୋଗର ହାତ ବଢାଇଲା ଇସ୍ପାତ ମନ୍ତ୍ରାଳୟ

July 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

୨୦୧୯-୨୦ କେନ୍ଦ୍ରୀୟ ବଜେଟରେ ୨୦୨୪ ସୁଦ୍ଧା ଦେଶର ସମସ୍ତ ଘରକୁ ପାଣି ପହଞ୍ଚାଇବାର ଲକ୍ଷ୍ୟ ନେଇଛି  କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟ ।  ଆଜି ଇସ୍ପାତ ତଥା ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାବତଙ୍କୁ ପତ୍ର ଲେଖି ଜଳ ଶକ୍ତି ମନ୍ତ୍ରାଳୟକୁ ସହଯୋଗ କରିବେ ବୋଲି କହିଛନ୍ତି । ଉଭୟ ମନ୍ତ୍ରଣାଳୟ ମଧ୍ୟରେ ଭଲ ସହଯୋଗ ପାଇଁ ସେ ତାଙ୍କ ମନ୍ତ୍ରଣାଳୟର ଅଧିକାରୀ ମାନଙ୍କୁ ଜଳ ଶକ୍ତି ମନ୍ତ୍ରଣାଳୟର ଅଧିକାରୀ ମାନଙ୍କ ସହ ସମ୍ପର୍କରେ ରହି କାମ କରିବାକୁ ନିର୍ଦେଶ ଦେଇଥିବା ଶ୍ରୀ ପ୍ରଧାନ ଏହି ପତ୍ରରେ ଉଲ୍ଲେଖ କରିଛନ୍ତି । ଇସ୍ପାତ୍ ମନ୍ତ୍ରାଳୟ “ହର୍ ଘର ଜଲ୍‌” ଅଥବା ସବୁ ଘରକୁ ପାଣି ମିଶନରେ ସମସ୍ତ ପ୍ରକାଶ ସହଯୋଗ  ଓ ସମର୍ଥନ ଦେବ ।  ଏହି ଯୋଜନା ପାଇଁ ଇସ୍ପାତ ମନ୍ତ୍ରାଳୟ ଷ୍ଟିଲ୍‌ ପାଇପ୍‌ ଯୋଗାଇବା ବୋଲି କହିଛନ୍ତି ଇସ୍ପାତ ମନ୍ତ୍ରୀ । ଇସ୍ପାତ୍ ମନ୍ତ୍ରଣାଳୟ ଏବଂ ଜଳ ଶକ୍ତି ମନ୍ତ୍ରଣାଳୟ ଏହାକୁ ଏକ ମିଶନ ମୋଡରେ ନେଇ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.