Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଗୁଣ୍ଡି ଟ୍ରେନ ଦୁର୍ଘଟଣାରେ ଜଣେ ମୃତ, ୫ଟି ଟ୍ରେନର ଗତିପଥରେ ପରିବର୍ତ୍ତନ, ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ
ଆଜିର ଖବର

ନିର୍ଗୁଣ୍ଡି ଟ୍ରେନ ଦୁର୍ଘଟଣାରେ ଜଣେ ମୃତ, ୫ଟି ଟ୍ରେନର ଗତିପଥରେ ପରିବର୍ତ୍ତନ, ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

March 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Train Accident
ନିର୍ଗୁଣ୍ଡି ଟ୍ରେନ ଦୁର୍ଘଟଣାରେ ଜଣେ ମୃତ, ୫ଟି ଟ୍ରେନର ଗତିପଥରେ ପରିବର୍ତ୍ତନ, ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

କଟକ: ଆଜି କଟକ ନିକଟସ୍ଥ ନିର୍ଗୁଣ୍ଡିଠାରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଉଛନ୍ତି ପଶ୍ଚିମବଂଗର ଏବଂ ତାଙ୍କ ନାମ ହେଉଛି ଶୁଭଙ୍କର ରାୟ। ସେହିପରି ଅନ୍ୟ ୬ ଆହତଙ୍କୁ କଟକ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଯେଉଁମାନେ ସାଧାରଣ ଆହତ ହୋଇଥିଲେ ସେମାନଙ୍କୁ ଚିକିତ୍ସା କରି ଛାଡି ଦିଆଯାଇଛି।

ଆଜି ଦିନ ପ୍ରାୟ ୧୧ଟା ୪୫ ସମୟରେ କାମାକ୍ଷା ଏକ୍ସପ୍ରେସ ନିର୍ଗୁଣ୍ଡି ଷ୍ଟେସନ ପାର ହୋଇ ଆଗକୁ ଯାଉଥିଲା। ହଠାତ ଏକ ପ୍ରଚଣ୍ଡ ଶଦ୍ଧ କରି ଟ୍ରେନ ଏକ ଝଟକା ମାରିଲା। ଫଳରେ ଯାତ୍ରୀମାନେ ଭୟଭୀତ ହୋଇପଡିଲେ। ତାପରେ ଜଣାପଡିଲା ଯେ, ଟ୍ରେନ ବଗି ଲାଇନ ବାହାରୁ ଚାଲିଯାଇଛି। ଫଳରେ ଭୟଭୀତ ଯାତ୍ରୀମାନେ ତଳକୁ ଓହ୍ଲାଇପଡିଥିଲେ। ଏହାପରେ ଆରମ୍ଭ ହୋଇଥିଲା ଉଦ୍ଧାର କାର୍ଯ୍ୟ।

ଏହି ଦୁର୍ଘଟଣା ପରେ ପୂର୍ବତଟ ରେଳ ବିଭାଗ ତରଫରୁ ୫ଟି ଟ୍ରେନର ଗତିପଥରେ ପରିବର୍ତ୍ତନ କରାଯାଇଛି। ସେଗୁଡିକ ହେଲା

୧୨୮୨୨ ପୁରୀ-ହାୱାଡା ଧଉଳି ଏକ୍ସପ୍ରେସ୍
୧୨୮୭୫ ପୁରୀ-ଆନନ୍ଦ ବିହାର ନୀଳାଚଳ ଏକ୍ସପ୍ରେସ୍
୨୨୬୦୬ ତିରୁନେଲ୍ଭେଲି-ପୁରୁଲିଆ ଏକ୍ସପ୍ରେସ୍
୧୨୭୦୪ ସିକନ୍ଦରାବାଦ-ହାୱାଡା ଫାଲକନାମା ଏକ୍ସପ୍ରେସ୍
୧୨୫୧୩ ସିକନ୍ଦରାବାଦ-ସିଲଚର୍ ଏକ୍ସପ୍ରେସ୍

ତେବେ ଏହି ଦୁର୍ଘଟଣା କିପରି ହେଲା ସେ ନେଇ ରେଳ ବିଭାଗ ତଦନ୍ତ କରିବା ପାଇଁ ଘୋଷଣା କରିଛି।

East Coast Railway Train Accident ଟ୍ରେନ ଦୁର୍ଘଟଣା ରେଳ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026
Latest News

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.