Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁଲା କୁକୁର ଆତଙ୍କ: ୩୨ ଆହତ
ଆଜିର ଖବର

ବୁଲା କୁକୁର ଆତଙ୍କ: ୩୨ ଆହତ

March 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ଅଞ୍ଚଳରେ ବୁଲା କୁକୁର ଆତଙ୍କ ଲାଗି ରହିଥିବା ବେଳେ ବିଶେଷ ରୂପେ ମାଛ, ମାଂସ ବ୍ୟବସାୟୀଙ୍କ ବର୍ଜ୍ୟବସ୍ତୁ ଖାଦ୍ୟ ରୂପେ ପାଇ ବୁଲା କୁକୁରଙ୍କ ପ୍ରାର୍ଦ୍ୟୁର୍ଭାବ ବୃଦ୍ଧି ପାଉଛି। ଶନିବାର ୨୭ ଜଣ ବ୍ୟକ୍ତିଙ୍କୁ ବିଭିନ୍ନ ଅଞ୍ଚଳରେ କୁକୁର କାମୁଡି ଥିବା ବେଳେ ରବିବାର ବର୍ତ୍ତମାନ ପର୍ଯ୍ୟନ୍ତ ୫ ଜଣଙ୍କୁ କୁକୁର କାମୁଡି ଥିବା ଜଣାପଡିଛି।

ସମସ୍ତଙ୍କୁ ଜଳାତଙ୍କ ଟୀକା ପ୍ରଦାନ କରିଥିବା ଫାର୍ମାସିଷ୍ଟ କୃଷ୍ଣ ଚନ୍ଦ୍ର ରଥ ପ୍ରକାଶ କରିଛନ୍ତି। ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରରେ କୁକୁର କାମୁଡିବା ନେଇ ଜଳାତଙ୍କ ଇଞ୍ଜେସେନ୍ ପ୍ରଦାନ କରିଥିବା ଡ଼.ରାଜିତ କୁମାର ରାଉତ ପ୍ରକାଶ କରିଛନ୍ତି।

ଖଡ଼ିଆଳ ବ୍ଲକ ନୂଆପଡା
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Latest News

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.