Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଣ୍ଡନାଚରେ ଆକ୍ରମଣ, ଛୁରାମାଡ଼ରେ ଯୁବକ ମୃତ
ଆଜିର ଖବର

ଦଣ୍ଡନାଚରେ ଆକ୍ରମଣ, ଛୁରାମାଡ଼ରେ ଯୁବକ ମୃତ

March 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବେଲଗାଁ ଦଣ୍ଡ ନାଚ ଯାତ୍ରାରେ ଯାତ୍ରା ଅଧିକାରୀଙ୍କ ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ। ଜଗଦୀଶ ପୂର୍ବରୁ ଏହି ଦଣ୍ଡନାଚରେ କାମ କରୁଥିଲେ। ଭୋଗ ପ୍ରସାଦ ସେବନକୁ ନେଇ ଯାତ୍ରା ଅଧିକାରୀ, ତାଙ୍କ ପୁଅଙ୍କ ସହ ଜଗଦୀଶଙ୍କ ବଚସା ହୋଇଥିଲା। ପରେ ବାପା ଓ ପୁଅ ଦୁହେଁ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ।

ଗୁରୁତର ଅବସ୍ଥାରେ ଜଗଦୀଶକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।ଚିକିତ୍ସିତ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ବାପା ପୁଅକୁ କାବୁ କରିବା ସହ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ବଡ ବଜାର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବିଏସଏନଏଲର କ୍ରମାଗତ ଅଭିବୃଦ୍ଧି ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ

October 31, 2025

ଆଜିଠାରୁ ଭୁବନେଶ୍ୱରରେ ଦୁଇଦିନିଆ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ଉପରେ ଜାତୀୟ ସମ୍ମିଳନୀ

October 31, 2025

ନଭେମ୍ବର ୨ରୁ ଶ୍ରୀକ୍ଷେତ୍ରରେ ମହାପଞ୍ଚୁକ ବ୍ରତ: ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ପଦକ୍ଷେପ

October 31, 2025

ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ସପ୍ତାହ 2025 ରେ ଶ୍ରେଷ୍ଠ ଷ୍ଟଲ୍ ସମ୍ମାନ ହାସଲ କଲା ଓଡ଼ିଶା

October 31, 2025
Latest News

ବିଏସଏନଏଲର କ୍ରମାଗତ ଅଭିବୃଦ୍ଧି ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ

October 31, 2025

ଆଜିଠାରୁ ଭୁବନେଶ୍ୱରରେ ଦୁଇଦିନିଆ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ଉପରେ ଜାତୀୟ ସମ୍ମିଳନୀ

October 31, 2025

ନଭେମ୍ବର ୨ରୁ ଶ୍ରୀକ୍ଷେତ୍ରରେ ମହାପଞ୍ଚୁକ ବ୍ରତ: ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ପଦକ୍ଷେପ

October 31, 2025

ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ସପ୍ତାହ 2025 ରେ ଶ୍ରେଷ୍ଠ ଷ୍ଟଲ୍ ସମ୍ମାନ ହାସଲ କଲା ଓଡ଼ିଶା

October 31, 2025

ସବୁ ସ୍କୁଲରେ ତୃତୀୟ ଶ୍ରେଣୀରୁ ପ୍ରଚଳନ କରାଯିବ ଏଆଇ ଉପରେ ପାଠ୍ୟକ୍ରମ 

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.