Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଯୋଧ୍ୟା ଜମି ବିବାଦ :  ମଧ୍ୟସ୍ଥତାକୁ ଜୁଲାଇ ୩୧ ପର୍ଯ୍ୟନ୍ତ ମିଳିଲା ସମୟ
ଆଜିର ଖବର

ଅଯୋଧ୍ୟା ଜମି ବିବାଦ :  ମଧ୍ୟସ୍ଥତାକୁ ଜୁଲାଇ ୩୧ ପର୍ଯ୍ୟନ୍ତ ମିଳିଲା ସମୟ

July 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମି ବିବାଦର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି । ଗୁରୁବାର ଦିନ ମଧ୍ୟସ୍ଥତା କମିଟିର ରିପୋର୍ଟ ଦେଖିବା ପରେ ସୁପ୍ରିମ୍‌କୋର୍ଟର ସାମ୍ବିଧାନିକ ବେଞ୍ଚ ମଧ୍ୟସ୍ଥତା କମିଟିକୁ ୩୧ ଜୁଲାଇ ପର୍ଯ୍ୟନ୍ତ ସମୟ ଦେଇଛନ୍ତି । ଏହା ପରେ ଅଗଷ୍ଟରୁ ଦ୍ବିପ୍ରହର ୨ ଘଟିକା ସମୟରେ ଓପନ୍‌ କୋର୍ଟର ଏହି ବିବାଦର ଶୁଣାଣି କରାଯିବ ବୋଲି କହିଛନ୍ତି ସୁପ୍ରିମ୍‌କୋର୍ଟ । ରାମଜନ୍ମଭୂମି-ବାବ୍ରୀ ମସ୍‌ଜିଦ୍‌ ବିବାଦ ମାମଲାରେ ଏକ ପକ୍ଷ ଗୋପାଲ ସିଂହ ବିଶାରଦ୍‌ ସିଂ ବିଶାରଦ ଯାଚିକା ଉପରେ ସୁପ୍ରିମକୋର୍ଟର ମଧ୍ୟସ୍ଥତା କମିଟି ରିପୋର୍ଟ ତଲବ କରିଛନ୍ତି । ଗୁରୁବାର ମଧ୍ୟସ୍ଥତା କମିଟି ନିଜ ରିପୋର୍ଟ କୋର୍ଟରେ ଉପସ୍ଥାପନ କରିଥିଲେ । ଏହି ରିପୋର୍ଟକୁ ଦେଖି ସୁପ୍ରିମ୍‌କୋର୍ଟ ମଧ୍ୟସ୍ଥତା କମିଟିକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମୟ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ, ନେତାଜୀ ଜୟନ୍ତୀରେ ଦେବେ ଯୋଗ

January 22, 2026
Latest News

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ଗ୍ରାମରକ୍ଷୀଙ୍କ ପାଇଁ ବଡ ଖବର: ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

“ଭାରତ ବିନା ଆମେ ଅସମ୍ପୂର୍ଣ୍ଣ”: EU ର ଏହି ବୟାନରେ ଚୀନ ଓ ପାକିସ୍ତାନ ଅସ୍ଥିର

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.