Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣ କାରଖାନାରେ ବିସ୍ଫୋରଣ: ୧୭ ମୃତ
ଆଜିର ଖବର

ବାଣ କାରଖାନାରେ ବିସ୍ଫୋରଣ: ୧୭ ମୃତ

April 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଗୁଜୁରାଟର ବନାସକାଣ୍ଠା ଜିଲ୍ଲାର ଡିସା ସହରରେ ଥିବା ଏକ ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟି ୧୭ ଜଣଙ୍କର ମୃତ୍ୟୁ ଘଟିଛି। ନିଆଁ ସମ୍ପର୍କରେ ସୂଚନା ପାଇବା ପରେ SDRF ଟିମ୍ ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟରେ ପହଞ୍ଚିଛନ୍ତି। ସକାଳ ପ୍ରାୟ ୯ ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା। କାରଖାନାଟି ଧୁନୱା ରୋଡରେ ଅବସ୍ଥିତ।

ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ମଧ୍ୟ ବଢିପାରେ, କାରଣ ଦୁର୍ଘଟଣା ସମୟରେ ୨୦ରୁ ଅଧିକ ଲୋକ ଉପସ୍ଥିତ ଥିବା ସନ୍ଦେହ କରାଯାଉଛି। ବର୍ତ୍ତମାନ ସୁଦ୍ଧା ୧୭ ଟି ମୃତଦେହ ଉଦ୍ଧାର କରାଯାଇଛି, ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Breaking News Gujarat News
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026
Latest News

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.