Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ କଟଅଫ୍ ତାଲିକା
ଆଜିର ଖବର

ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ କଟଅଫ୍ ତାଲିକା

July 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
+2 cut off declared
 ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ ତାଲିକା ପ୍ରକାଶ ପାଇଛି ।  ଜୁଲାଇ ୧୯ରୁ ୨୪ ତାରିଖ ଯାଏଁ ପ୍ରଥମ ପର୍ଯ୍ୟାୟ ନାମଲେଖା ଚାଲିବ । ପ୍ରଥମ ପର୍ଯ୍ୟାୟ କଟଅଫରେ ୧ଲକ୍ଷ ୮୮ହଜାର ୨୨୨ଛାତ୍ରଛାତ୍ରୀଙ୍କ ନାମ ତାଲିକାରେ ରହିଛି। ଚଳିତ ଥର ଯୁକ୍ତ ୩ ନାମଲେଖା ପାଇଁ ୨ଲକ୍ଷ ୧୦ହଜାର ୪୪୬ ଛାତ୍ରଛାତ୍ରୀ ଆବେଦନ କରିଥିଲେ । ବିଜେବି କଲେଜ ବିଜ୍ଞାନ ସମ୍ମାନରେ (ଜୁଲୋଜି)ରେ ସର୍ବାଧିକ ୯୧.୫ ପ୍ରତିଶତ ରହିଛି । ଏହା ସହ ବିଜେବି କଲେଜରେ ବିଜ୍ଞାନ ସମ୍ମାନ(ଗଣିତ)ରେ ସର୍ବଧିକ ୯୩ପ୍ରତିଶତ ଥିବା ବେଳେ ଫିଜିକ୍ସରେ ୯୨.୬୭ ପ୍ରତିଶତ ଓ କେମିଷ୍ଟ୍ରିରେ ୯୦.୮ ପ୍ରତିଶତ ଓ ବଟାନିରେ ୮୮ପ୍ରତିଶତ କଟଅଫ୍ ମାର୍କ  ରହିଛି ।
Share. Facebook Twitter LinkedIn Email WhatsApp Copy Link

Related Posts

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ, ନେତାଜୀ ଜୟନ୍ତୀରେ ଦେବେ ଯୋଗ

January 22, 2026
Latest News

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ଗ୍ରାମରକ୍ଷୀଙ୍କ ପାଇଁ ବଡ ଖବର: ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

“ଭାରତ ବିନା ଆମେ ଅସମ୍ପୂର୍ଣ୍ଣ”: EU ର ଏହି ବୟାନରେ ଚୀନ ଓ ପାକିସ୍ତାନ ଅସ୍ଥିର

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.