Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ କଟଅଫ୍ ତାଲିକା
ଆଜିର ଖବର

ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ କଟଅଫ୍ ତାଲିକା

July 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
+2 cut off declared
 ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ ତାଲିକା ପ୍ରକାଶ ପାଇଛି ।  ଜୁଲାଇ ୧୯ରୁ ୨୪ ତାରିଖ ଯାଏଁ ପ୍ରଥମ ପର୍ଯ୍ୟାୟ ନାମଲେଖା ଚାଲିବ । ପ୍ରଥମ ପର୍ଯ୍ୟାୟ କଟଅଫରେ ୧ଲକ୍ଷ ୮୮ହଜାର ୨୨୨ଛାତ୍ରଛାତ୍ରୀଙ୍କ ନାମ ତାଲିକାରେ ରହିଛି। ଚଳିତ ଥର ଯୁକ୍ତ ୩ ନାମଲେଖା ପାଇଁ ୨ଲକ୍ଷ ୧୦ହଜାର ୪୪୬ ଛାତ୍ରଛାତ୍ରୀ ଆବେଦନ କରିଥିଲେ । ବିଜେବି କଲେଜ ବିଜ୍ଞାନ ସମ୍ମାନରେ (ଜୁଲୋଜି)ରେ ସର୍ବାଧିକ ୯୧.୫ ପ୍ରତିଶତ ରହିଛି । ଏହା ସହ ବିଜେବି କଲେଜରେ ବିଜ୍ଞାନ ସମ୍ମାନ(ଗଣିତ)ରେ ସର୍ବଧିକ ୯୩ପ୍ରତିଶତ ଥିବା ବେଳେ ଫିଜିକ୍ସରେ ୯୨.୬୭ ପ୍ରତିଶତ ଓ କେମିଷ୍ଟ୍ରିରେ ୯୦.୮ ପ୍ରତିଶତ ଓ ବଟାନିରେ ୮୮ପ୍ରତିଶତ କଟଅଫ୍ ମାର୍କ  ରହିଛି ।
Share. Facebook Twitter LinkedIn Email WhatsApp Copy Link

Related Posts

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026
Latest News

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ବଦଳୁଛି ପଶ୍ଚିମ ଏସିଆ ସ୍ଥିତି: ଦେଶରେ ଜାଳେଣି ଓ ଶକ୍ତି ସୁରକ୍ଷା ପାଇଁ ନିରନ୍ତର ଉଦ୍ୟମ ଜାରି

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.