Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷା ଏବଂ ବିକାଶ ପାଇଁ ଗ୍ରୀଷ୍ମ ଛୁଟିର ଉପଯୋଗ କରିବାକୁ ଯୁବପିଢ଼ିକୁ ଉତ୍ସାହିତ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଶିକ୍ଷା ଏବଂ ବିକାଶ ପାଇଁ ଗ୍ରୀଷ୍ମ ଛୁଟିର ଉପଯୋଗ କରିବାକୁ ଯୁବପିଢ଼ିକୁ ଉତ୍ସାହିତ କଲେ ପ୍ରଧାନମନ୍ତ୍ରୀ

April 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶବ୍ୟାପୀ ଯୁବ ବନ୍ଧୁମାନଙ୍କୁ ଗ୍ରୀଷ୍ମ ଛୁଟି ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସେମାନଙ୍କୁ ଏହି ସମୟକୁ ଉପଭୋଗ, ଶିକ୍ଷା ଏବଂ ବ୍ୟକ୍ତିଗତ ବିକାଶ ପାଇଁ ଉପଯୋଗ କରିବାକୁ ଉତ୍ସାହିତ କରିଛନ୍ତି।

ଲୋକସଭା ସାଂସଦ ତେଜସ୍ୱୀ ସୂର୍ଯ୍ୟଙ୍କ ଦ୍ୱାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ସେ ଲେଖିଛନ୍ତି:

“ମୁଁ ମୋର ସମସ୍ତ ଯୁବ ବନ୍ଧୁମାନଙ୍କ ପାଇଁ ଏକ ସୁନ୍ଦର ଅଭିଜ୍ଞତା ଏବଂ ଆନନ୍ଦମୟ ଛୁଟି କାମନା କରୁଛି। ଯେମିତିକି ଗତ ରବିବାର ଦିନ ‘ମନ୍ କି ବାତ୍‌’ରେ ମୁଁ କହିଥିଲି, ଗ୍ରୀଷ୍ମ ଛୁଟି ଉପଭୋଗ କରିବା, ଶିଖିବା ଏବଂ ବ୍ୟକ୍ତିଗତ ବିକାଶ ପାଇଁ ଏକ ମହାନ ସୁଯୋଗ ପ୍ରଧାନ କରେ। ଏହି ସମୟରେ ଏପରି ପ୍ରୟାସ ଖୁବ୍ ଭଲ।”

ତେଜସ୍ୱୀ ସୂର୍ଯ୍ୟ ନରେନ୍ଦ୍ର ମୋଦୀ ଲୋକସଭା ସାଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026
Latest News

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.