Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସ ବିରୋଧରେ ପୋଲିସ କମିଶନରଙ୍କ ନିକଟରେ ଅଭିଯୋଗ କଲା ପ୍ରଦେଶ କଂଗ୍ରେସ
ଆଜିର ଖବର

ପୋଲିସ ବିରୋଧରେ ପୋଲିସ କମିଶନରଙ୍କ ନିକଟରେ ଅଭିଯୋଗ କଲା ପ୍ରଦେଶ କଂଗ୍ରେସ

April 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
congress
ପୋଲିସ ବିରୋଧରେ ପୋଲିସ କମିଶନରଙ୍କ ନିକଟରେ ଅଭିଯୋଗ କଲା ପ୍ରଦେଶ କଂଗ୍ରେସ

ଭୁବନେଶ୍ବର: ଗତ ୨୭ ତାରିଖରେ ମହିଳା ସୁରକ୍ଷା ଏବଂ ଅଧିକାର ନିମନ୍ତେ କଂଗ୍ରେସର  ବିଧାନସଭା ଘେରାଉ କାର୍ଯ୍ୟକ୍ରମ ହେଉଥିବା ବେଳେ, ପୋଲିସ ପକ୍ଷପାତିତା କରି ଅମାନୁଷିକ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ବହୁ କଂଗ୍ରେସ କର୍ମୀ ଆହତ ହୋଇଥିଲେ ଏବଂ ପରବର୍ତ୍ତୀ ସମୟରେ କଂଗ୍ରେସ କର୍ମୀମାନଙ୍କୁ ବିନା କାରଣରେ ଗିରଫ କରୁଛି ।

ଏହି ଅନ୍ୟାୟକୁ ନେଇ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା,ବିଧାୟକ ତାରା ପ୍ରସାଦ ବାହିନୀପତି,ରମେଶ ଜେନା,ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ ପ୍ରମୁଖ କଂଗ୍ରେସର ବରିଷ୍ଠ ପ୍ରତିନିଧି ଦଳ ଆଜି କମିଶନରଙ୍କୁ ସାକ୍ଷାତ କରି ପୋଲିସର ଏହି ଅନ୍ୟାୟପୂର୍ଣ୍ଣ ଆକ୍ରୋଶମୂଳକ ଗିରଫଦାରୀ ବନ୍ଦ କରିବା ପାଇଁ ବିସ୍ତୃତ ଆଲୋଚନା କରିଥିଲେ।

Congress କଂଗ୍ରେସ ଭକ୍ତ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଗଣ୍ଡା ଶିକାର ରୋକିବା ପାଇଁ କାଜିରଙ୍ଗାର ଉଦ୍ୟମକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

September 23, 2026

ଜାତୀୟ ଗଣମାଧ୍ୟମ କେନ୍ଦ୍ରଠାରେ ପ୍ରତିଷେଧକମୂଳକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜିତ

September 23, 2026

ଐତିହାସିକ ଦିଗବୋଇ ବିଶୋଧନାଗାର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 23, 2026

ସେପ୍ଟେମ୍ବର ୨୩ରେ ଏହି ଆଠଟି ରାଶିର ସୁନା ପରି ଚମକିବ ଭାଗ୍ୟ: ଜାଣନ୍ତୁ ଆଜିର ରାଶିଫଳ

September 23, 2026
Latest News

ଗଣ୍ଡା ଶିକାର ରୋକିବା ପାଇଁ କାଜିରଙ୍ଗାର ଉଦ୍ୟମକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

September 23, 2026

ଜାତୀୟ ଗଣମାଧ୍ୟମ କେନ୍ଦ୍ରଠାରେ ପ୍ରତିଷେଧକମୂଳକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜିତ

September 23, 2026

ନିଶାଦ୍ରବ୍ୟ ବିରୋଧରେ ଦୃଢ଼ ଓ ନିର୍ଣ୍ଣାୟକ ପଦକ୍ଷେପର ସମୟ ଆସିଛି: ଅମିତ ଶାହ

September 23, 2026

ଐତିହାସିକ ଦିଗବୋଇ ବିଶୋଧନାଗାର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 23, 2026

୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.