Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରାଞ୍ଚଳ ରେଞ୍ଜ ଗସ୍ତ କରି ଆଇନ ଓ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
ଆଜିର ଖବର

ଉତ୍ତରାଞ୍ଚଳ ରେଞ୍ଜ ଗସ୍ତ କରି ଆଇନ ଓ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

April 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଉତ୍ତରାଞ୍ଚଳ ରେଞ୍ଜ ଗସ୍ତ କରିବା ସହ ସେଠାକାର ଆଇନ ଓ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଶ୍ରୀ ରାମନବମୀ, ହନୁମାନ ଜୟନ୍ତୀ ଏବଂ ମହାବିଷୁବ ସଂକ୍ରାନ୍ତି ପାଳନ ଅବସରରେ ପୋଲିସର ବନ୍ଦୋବସ୍ତ ଓ ଏହାର ସୁପରିଚାଳନା ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି।

ବଲାଙ୍ଗୀର ଓ ବରଗଡ ଜିଲ୍ଲାରେ ମାଓବାଦୀ ବିରୋଧୀ ଅଭିଯାନ ସମ୍ପର୍କରେ ଡିଜିପି ବିସ୍ତୃତ ଭାବେ ସମୀକ୍ଷା କରିଥିଲେ। ଏହା ସହ ମାଓବାଦୀମାନଙ୍କୁ ହିଂସା ପଥ ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଡିଜିପି ଆହ୍ୱାନ ଦେଇଛନ୍ତି। ଏହି ଅବସରରେ ଡିଜିପି ୭ ଜଣ ପୋଲିସ କର୍ମଚାରୀଙ୍କୁ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପ୍ରଶଂସା ପଦକ ପ୍ରଦାନ କରିଥିଲେ।

ମାଓବାଦୀ ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026
Latest News

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.