Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଭିନ୍ନ ସ୍କୁଲରୁ ଚୋରି ସାମଗ୍ରୀ ବରଗଡରୁ ଉଦ୍ଧାର, ଜଣେ ଗିରଫ
ଆଜିର ଖବର

ବିଭିନ୍ନ ସ୍କୁଲରୁ ଚୋରି ସାମଗ୍ରୀ ବରଗଡରୁ ଉଦ୍ଧାର, ଜଣେ ଗିରଫ

April 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ଥାନା ଅଞ୍ଚଳର ବିଭିନ୍ନ ସ୍କୁଲରୁ ଚୋରି ହୋଇଥିବା ଟିଭି ଏବଂ ଅନ୍ୟାନ୍ୟ ସାମଗ୍ରୀ ବରଗଡ ଅଞ୍ଚଳରୁ ଉଦ୍ଧାର କରି ଜଣେ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି ରେଢ଼ାଖୋଲ ପୋଲିସ।

ରେଢ଼ାଖୋଲ ଓ ନାକଟିଦେଉଳ ବ୍ଲକ ଅଞ୍ଚଳର ୧୪ ଟି ସ୍କୁଲରୁ ଗତ ନଭେମ୍ବର , ଡିସେମ୍ବର ଓ ଜାନୁଆରୀ ମାସରେ ଏଲ‌ଇଡି ସ୍ମାର୍ଟ ଟିଭି , ସାଉଣ୍ଡ ବକ୍ସ , ଟାବଲେଟ ଚୋରି ହୋଇଥିବା ରେଢ଼ାଖୋଲ ଓ ନାକଟିଦେଉଳ ଥାନାରେ ଅଭିଯୋଗ ହୋଇଥିଲା।

ପୋଲିସ ଏଇ ଘଟଣାକୁ ନେଇ ତଦନ୍ତ ଆରମ୍ଭ କରି ଥିଲା। ପୋଲିସ ଚୋରି
ହୋଇଥିବା ସାମଗ୍ରୀରୁ ୭ ଟି ଟିଭି , ସାଉଣ୍ଡ ବକ୍ସ ସବୁ ବରଗଡ଼ ଅଞ୍ଚଳରୁ ଉଦ୍ଧାର କରିଵା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଜଣକ ହେଲେ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ବେହେରା ପାଲି ଗ୍ରାମର ସୁଗମ ଚରଣ ବେହେରା।‌ ଏବଂ ଏହାର ମାଷ୍ଟର ମାଇଣ୍ଡ ବରଗଡ଼ର ମହେଶ କୁମାର ଶର୍ମାକୁ ପୂର୍ବରୁ ସମ୍ବଲପୁର ପୋଲିସ ଗିରଫ କରିଥିଲା ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଶୁକ୍ରବାର କୋର୍ଟ ଚାଲାଣ କରିଥିବା ରେଢ଼ାଖୋଲ ପୋଲିସ ଏସ‌ଡିପିଓ ପ୍ରଶାନ୍ତ ମେହେର ଏକ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026

“PMFME ଯୋଜନା” ର କାର୍ଯ୍ୟକାରିତା ସଂପର୍କିତ ଅନୁମୋଦନ କମିଟି ବୈଠକ

February 26, 2026

ନିର୍ମାଣ ବିଭାଗ ପକ୍ଷରୁ ଏଆଇର ଉପଯୋଗ ନେଇ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ

February 26, 2026
Latest News

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026

ଶେଗାଓଁରେ ଜାତୀୟ ଆରୋଗ୍ୟ ମେଳା-୨୦୨୬ର ଉଦଘାଟନ କଲେ ରାଷ୍ଟ୍ରପତି

February 26, 2026

“PMFME ଯୋଜନା” ର କାର୍ଯ୍ୟକାରିତା ସଂପର୍କିତ ଅନୁମୋଦନ କମିଟି ବୈଠକ

February 26, 2026

ନିର୍ମାଣ ବିଭାଗ ପକ୍ଷରୁ ଏଆଇର ଉପଯୋଗ ନେଇ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.