Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଆରେ ନାମଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଅନୁଷ୍ଠିତ
ଆଜିର ଖବର

ଓଡ଼ିଆରେ ନାମଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଅନୁଷ୍ଠିତ

April 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ: ରାଜ୍ୟ ସରକାରଙ୍କ ତରଫରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ନୟାଗଡ଼ ଜିଲ୍ଲା ପ୍ରଶାସନ ଓ ନୟାଗଡ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ଓଡିଆ ପକ୍ଷ ପାଳନ ଅବସରରେ ସମସ୍ତ ଦୋକାନ ବଜାର ଓ ବାଣିଜ୍ୟ ପ୍ରତିଷ୍ଠାନ ମାନଙ୍କର ନାମ ଫଳକ ଓଡିଆ ଭାଷାରେ ଲେଖିବା ପାଇଁ ଏକ ସଚେତନତା ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶୁଭାରମ୍ଭ କରାଯାଇଛି। ଏଥିସହିତ ଏକ ସଚେତନତା ରଥ ନୟାଗଡ ଜିଲ୍ଲାର ବିଭିନ୍ନ ଏନଏସି ଅଞ୍ଚଳ ରେ ପରିକ୍ରମଣ କରିଛି।

ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାଶ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ସଚେତନତା କାର୍ଯ୍ୟକ୍ରମରେ ଓଡ଼ିଶା ଦୋକାନ ଓ ବାଣିକ୍ୟକ ପ୍ରତିଷ୍ଠାନ ଆଇନ୍ ଅନୁଯାୟୀ ଓଡ଼ିଆ ଭାଷାରେ ନାମ ଫଳକ ଲେଖା ସମ୍ବନ୍ଧରେ ବିଭିନ୍ନ ପ୍ଲାକାର୍ଡ,ଫାମ୍ପଲେଟ ବ୍ୟାନର ଇତ୍ୟାଦି ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ସହର ପରିକ୍ରମା କରିଥିଲା।

ଏହି ଅବସରରେ ସହରର ସମସ୍ତ ଦୋକାନ ଓ ବ୍ୟବାୟୀକ ପ୍ରତିଷ୍ଠାନ ଓ ବସରେ ନାମ ଫଳକକୁ ଓଡିଆ ଭାଷାରେ ଲିପିବଦ୍ଧ କରିବା ନିମନ୍ତେ ଅନୁରୋଧ କରାଯାଇଛି। ଏହି ଶୋଭାଯାତ୍ରାରେ ଜିଲ୍ଲା ଶ୍ରମ ଅଧିକାରୀ, ଚିତ୍ତରଞ୍ଜନ ରାଉତ, ସମସ୍ତ ସହକାରୀ ଶ୍ରମ ଅଧିକାରୀ, ଅବଦୁଲ କାଦିର ଖାନ, ଜ୍ଞାନରଞ୍ଜନ ସାହୁ, ପୂଜାରିନ ସାମଲ, ମୋନିକା ସେଠ ସହ ଶ୍ରମ କାର୍ଯ୍ୟାଳୟର କର୍ମଚାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଏବଂ ବିଭିନ୍ନ ଶ୍ରମିକ ସଂଗଠନ ମାନେ ଏହି ସଚେତନତା ପଦଯାତ୍ରାରେ ଅଂଶ ଗ୍ରହଣ କରିଥିଲେ।

ଓଡ଼ିଆ ପକ୍ଷ ସଚେତନତା ପଦଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୨୦ରୁ ୨୬ ପର୍ଯ୍ୟନ୍ତ ଢେଙ୍କାନାଳ ମହୋତ୍ସବ

January 7, 2026

ଆଇଆଇଟି ଭୁବନେଶ୍ୱରରେ ଭାରତ୍ ୟୁଥ୍ ଇନୋଭେସନ୍ ଚ୍ୟାଲେଞ୍ଜ କାର୍ଯ୍ୟକ୍ରମ

January 7, 2026

ଆସନ୍ତା ୧୦ ରୁ ରାଜଧାନୀରେ ଜାତୀୟ ସ୍ତରୀୟ ଶିଶିର ସରସ ମେଳା ୨୦୨୬

January 7, 2026

ଆଜି ଜାନୁୟାରୀ ୭ ତାରିଖ ବୁଧବାର: ୪ ଟି ରାଶି ପ୍ରତି ରହିଛି ଭଗବାନଙ୍କ ଆଶୀର୍ବାଦ

January 7, 2026
Latest News

ଆସନ୍ତା ୨୦ରୁ ୨୬ ପର୍ଯ୍ୟନ୍ତ ଢେଙ୍କାନାଳ ମହୋତ୍ସବ

January 7, 2026

ଆଇଆଇଟି ଭୁବନେଶ୍ୱରରେ ଭାରତ୍ ୟୁଥ୍ ଇନୋଭେସନ୍ ଚ୍ୟାଲେଞ୍ଜ କାର୍ଯ୍ୟକ୍ରମ

January 7, 2026

ଆସନ୍ତା ୧୦ ରୁ ରାଜଧାନୀରେ ଜାତୀୟ ସ୍ତରୀୟ ଶିଶିର ସରସ ମେଳା ୨୦୨୬

January 7, 2026

ଆଜି ଜାନୁୟାରୀ ୭ ତାରିଖ ବୁଧବାର: ୪ ଟି ରାଶି ପ୍ରତି ରହିଛି ଭଗବାନଙ୍କ ଆଶୀର୍ବାଦ

January 7, 2026

ଦ୍ୱିତୀୟ ସନ୍ଧ୍ୟାରେ ରଣପୁର ମହୋତ୍ସବ “ଅର୍ଜୁନ”: ସଂସ୍କୃତି, ସୃଜନଶୀଳତା ଓ ଶ୍ରଦ୍ଧାର ଅପୂର୍ବ ସମନ୍ୱୟ

January 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.