Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ସିଭିଲ୍ ସର୍ଭିସେସ୍ ନିୟମରେ ସଂଶୋଧନ କରିଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଲା ମହାସଂଘ
ଆଜିର ଖବର

ଓଡ଼ିଶା ସିଭିଲ୍ ସର୍ଭିସେସ୍ ନିୟମରେ ସଂଶୋଧନ କରିଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଲା ମହାସଂଘ

April 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଆୟୋଜନ କରିବାକୁ ପ୍ରସ୍ତୁତ ଭୁବନେଶ୍ୱର
ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଆୟୋଜନ କରିବାକୁ ପ୍ରସ୍ତୁତ ଭୁବନେଶ୍ୱର

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ଐତିହାସିକ ନିଷ୍ପତ୍ତି କ୍ରମେ କିଛିଦିନ ତଳେ ରାଜ୍ୟ କ୍ୟାବିନେଟ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏକ ଭୁଲ ନିଷ୍ପତ୍ତି କ୍ରମେ ୨୦୨୦ ନିୟମ ପ୍ରଣୟନ ଯୋଗୁ ହଜାର ହଜାର ଆଶାୟୀ ଯୁବକ ଯୁବତୀ ଉଚ୍ଚନ୍ୟାୟାଳୟ ସର୍ବୋଚ୍ଚ ନୟାଳୟ ଦୌଡ଼ି ଦୌଡ଼ି ଆର୍ଥିକ ଖର୍ଚ୍ଚାନ୍ତ ହୋଇ ନିରାଶ ହୋଇଛନ୍ତି।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ୱାରା ପାଞ୍ଚ ହଜାରରୁ ଅଧିକ ଯୁବକ ଯୁବତୀ ଉପକୃତ ହେବା ସହିତ ଓଡ଼ିଶା ସିଭିଲ୍ ସର୍ଭିସେସ୍ (ପୁନର୍ବାସ ସହାୟତା) ନିୟମ, ୨୦୨୦ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଲାଗି ନିବେଦନ ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡ଼ଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ଭଟିଲି ବିଧାୟକ ଇରାଶିଷ ଆଚାର୍ଯ୍ୟଙ୍କୁ ମହାସଙ୍ଘ ତରଫରୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଯୁବକଙ୍କୁ ଗୋଡାଇ ଗୋଡାଇ ପନିକିରେ ହାଣିଲେ ଦୁର୍ବୃତ୍ତ

May 2, 2026

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ : ପାସ୍ ହାର ୯୫.୩୩ ପ୍ରତିଶତ

May 2, 2026

ମେ ୪ରେ ମିଳିବ ସୁଭଦ୍ରା ଟଙ୍କା

May 2, 2026

ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

May 2, 2026
Latest News

ଯୁବକଙ୍କୁ ଗୋଡାଇ ଗୋଡାଇ ପନିକିରେ ହାଣିଲେ ଦୁର୍ବୃତ୍ତ

May 2, 2026

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ : ପାସ୍ ହାର ୯୫.୩୩ ପ୍ରତିଶତ

May 2, 2026

ମେ ୪ରେ ମିଳିବ ସୁଭଦ୍ରା ଟଙ୍କା

May 2, 2026

ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

May 2, 2026

ଛତିଶଗଡ଼ର କାଙ୍କେରରେ ଆଇଇଡି ବିସ୍ଫୋରଣ: ତିନି ଯବାନ ସହିଦ

May 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.