Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିମିଳିପାଳ ରେ ଆରମ୍ଭ ହେଲା ବାଘ ଗଣନା, ୮୫ ଜଣ କର୍ମଚାରୀ ନିୟୋଜିତ
ଆଜିର ଖବର

ଶିମିଳିପାଳ ରେ ଆରମ୍ଭ ହେଲା ବାଘ ଗଣନା, ୮୫ ଜଣ କର୍ମଚାରୀ ନିୟୋଜିତ

April 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
TigerSimilipal
ଶିମିଳିପାଳ ରେ ଆରମ୍ଭ ହେଲା ବାଘ ଗଣନା, ୮୫ ଜଣ କର୍ମଚାରୀ ନିୟୋଜିତ

ଭୁବନେଶ୍ବର: ଆଜିଠାରୁ ସାରା ଭାରତରେ ଆରମ୍ଭ ହୋଇଛି ବାଘ ଗଣନା। ସେହିପରି ଓଡିଶାର ଶିମିଳିପାଳ ଅଭ୍ୟୟାରଣ୍ୟରେ ମଧ୍ୟ ଏହି ବାଘ ଗଣନା ଆରମ୍ଭ କରାଯାଇଛି। ତେବେ ଏହି ଗଣନା ରିପୋର୍ଟ ସର୍ବଭାରତୀୟ ସ୍ତରରେ 2026 ରେ ପ୍ରକାଶିତ ହେବ ବୋଲି ଜଣାପଡିଛି।

ତେବେ ଶିମିଳିପାଳରେ ବାଘ ଗଣନା କରିବା ପାଇଁ ବନ ବିଭାଗ ପକ୍ଷରୁ ୮ଟି ଦଳରେ ୮୫ ଜଣ କର୍ମଚାରୀଙ୍କୁ ନିୟୋଜିତ ହୋଇଛନ୍ତି। ସେମାନେ ବାଘର ପାଦଚିହ୍ନ, ଆମ୍ପୁଡ଼ା ଚିହ୍ନ ଓ ମଳମୂତ୍ରର ନମୁନାରୁ ବାଘ ଗଣତି କରିବେ। ଏଥିସହ ଶିମିଳିପାଳରେ ଲାଗିଥିବା ୩୦୦ରୁ ଅଧିକ ଟ୍ରାପ୍‌ କ୍ୟାମେରା ଓ ଏଆଇ କ୍ୟାମେରାର ମଧ୍ୟ ଉପଯୋଗ ହେବ। ଏହି ପ୍ରକ୍ରିୟା ବିଭିନ୍ନ ପର୍ଯ୍ୟାୟ ଦେଇ ବର୍ଷତମାମ ଚାଲିବ। ଏହା ପରେ ଏନ୍‌ଟିସିଏକୁ ରିପୋର୍ଟ ଦିଆଯିବ।

ଜାତୀୟ ସ୍ତରରେ ବାଘ ଗଣନା ରିପୋର୍ଟ ପ୍ରତି ୪ ବର୍ଷରେ ଥରେ ରିପୋର୍ଟ ପ୍ରକାଶ ପାଇଥାଏ। ଗତଥର ରିପୋର୍ଟ ଅନୁସାରେ ଶିମିଳିପାଳରେ ୨୪ଟି ବୟସ୍କ ମହାବଳ ଏବଂ ୮ଟି ଶାବକ ଥିଲେ। ବର୍ତ୍ତମାନ ଏହି ସଂଖ୍ୟା ବୃଦ୍ଧି ଘଟିଛି କି ନାହିଁ ତାହା ରିପୋର୍ଟ ପ୍ରକାଶ ପରେ ଜଣାପଡିବ।

ବାଘ ଗଣନା ରିପୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.