Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରୀଡ଼ା ଶିକ୍ଷକ ନିଲମ୍ବିତ
ଆଜିର ଖବର

କ୍ରୀଡ଼ା ଶିକ୍ଷକ ନିଲମ୍ବିତ

April 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଝରିଗାଁ ବ୍ଳକ୍‌ ବାକଦାବେଡ଼ା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆର୍‌ସିସି)ଙ୍କୁ ଡଙ୍ଗରିଗୁଡ଼ା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ପ୍ରମୋଥ ମଲ୍ଲିକ ମାଡ଼ ମାରିବା ଘଟଣାରେ ଶୁକ୍ରବାର ଡିଇଓ ଛତ୍ରପତି ସାହୁ ଚିଠି ନମ୍ବର ୧୯୦୪ ଅନୁଯାୟୀ କ୍ରୀଡ଼ା ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବନ ପରେ ତାଙ୍କୁ ଝରିଗାଁ ସରକାରୀ ପଞ୍ଚାୟତ ହାଇସ୍କୁଲରେ ଅବସ୍ଥାପିତ କରାଯାଇଛି।

ସୂଚନାନୁଯାୟୀ, ଏପ୍ରିଲ ୧ରେ ବାକଡ଼ାବେଡ଼ା କ୍ଲଷ୍ଟର ସିଆସିସି ଶୋଭାଚନ୍ଦ୍ର ପାଣ୍ଡେ କ୍ଲଷ୍ଟର କେନ୍ଦ୍ରରେ ବହି ବଣ୍ଟନ କରୁଥିଲେ। ଏହି ସମୟରେ କ୍ରୀଡ଼ା ଶିକ୍ଷକ ପ୍ରମୋଥ ହଠାତ୍ ଆସି ତାଙ୍କୁ ମାଡ଼ ମାରିଥିବା ନେଇ ଶୋଭାଚନ୍ଦ୍ର ପାଣ୍ଡେ ଗୁରୁବାର ଉମରକୋଟ ଥାନାରେ ଲିଖୂତ ଅଭିଯୋଗ କରିଥିଲେ। ଉମରକୋଟ ପୋଲିସ ୧୦୮/୨୫ରେ ମାମଲା ରୁଜୁ କରିଛି।

ଏସ୍‌ଇ ସୌମେନ୍ଦ୍ର କୁମାର ସେଠ ଘଟଣାର ତଦନ୍ତ କରୁଛନ୍ତି। କ୍ରୀଡ଼ା ଶିକ୍ଷକ ମଲ୍ଲିକ କିନ୍ତୁ ଘଟଣାରେ ସତ୍ୟତା ନାହିଁ ସିଆର୍‌ସିସିଙ୍କ ସହ କେବଳ କଥା କଟାକଟି ହୋଇଛି ବୋଲି ସେ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.