Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବଣା ଭବନ ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତ ପି ରାଜଗୋପାଳଙ୍କ ପରଲୋକ
ଆଜିର ଖବର

ସର୍ବଣା ଭବନ ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତ ପି ରାଜଗୋପାଳଙ୍କ ପରଲୋକ

July 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସର୍ବଣା ଭବନ କର୍ମଚାରୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପି ରାଜଗୋପାଳଙ୍କ ଦେହାନ୍ତ ହୋଇଛି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ପି ରାଜଗୋପାଳଙ୍କ ଦେହାନ୍ତ ହୋଇଛି । ରାଜଗୋପାଳଙ୍କ ମୃତ୍ୟୁର କାରଣ ହୃଦଘାତ ବୋଲି ଦର୍ଶାଯାଇଛି । ଜୁଲାଇ 10 ତାରିଖରେ 72 ବର୍ଷୀୟ ରାଜଗୋପାଳଙ୍କୁ ଅସୁସ୍ଥତା କାରଣରୁ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା । କିଛି ଦିନ ପୂର୍ବରୁ ସ୍ବାସ୍ଥ୍ୟଗତ କାରଣଗ ଦର୍ଶାଇ ଜାମିନ ଅବଧି ବଢାଇବାକୁ ରାଜଗୋପାଳଙ୍କ ପକ୍ଷରୁ ଆବେଦନ କରାଯାଇଥିଲା । ଜୁଲାଇ 7 ତାରିଖରେ ରାଜଗୋପାଳଙ୍କ ଜାମିନ ଅବଧି ଶେଷ ହୋଇଥିଲା । ଉଲ୍ଲେଖଯୋଗ୍ୟ ଯେ, ଜନୈକ କର୍ମଚାରୀଙ୍କୁ ହତ୍ୟା କରିବା ଅଭିଯୋଗରେ ଏକ ସ୍ଥାନୀୟ 2004ରେ ରାଜଗୋପାଳ ଏବଂ ଅନ୍ୟ 8 ଜଣଙ୍କୁ 10 ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ । ଏହାର ପାଞ୍ଚ ବର୍ଷ ପରେ ମାଡ୍ରାସ ହାଇକୋର୍ଟ ଏହି ଦଣ୍ଡାଦେଶକୁ ସମାନ ରଖିଥିବା ବେଳେ ଏହାକୁ ବିରୋଧ କରି ରାଜଗୋପାଳ ମାର୍ଚ୍ଚ ମାସରେ ସୁପ୍ରିମକୋର୍ଟରେ ଆବେଦନ କରିଥିବା ବେଳେ ସୁପ୍ରିମ୍‌କୋର୍ଟ ଏହକୁ ଆଜୀବନ କାରାଦଣ୍ଡରେ ପରିଣତ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ

July 30, 2026

ପୁରୀ ଏସପିଙ୍କ ନିର୍ଦ୍ଧେଶରେ ୮୦ କିମିର ଗ୍ରୀନ କରିଡର: ବଞ୍ଚିଲା ଶିଶୁର ଜୀବନ

July 30, 2026

ହତ୍ୟା ଅଭିଯୁକ୍ତ ମାଇଁ ଓ ଭଣଜାକୁ ଆଜୀବନ କାରାଦଣ୍ଡ

July 30, 2026

ଚୟନକର୍ତ୍ତାଙ୍କ ଉପରେ ବର୍ଷିଲେ ଇରଫାନ ପଠାନ: ଟିମ୍ ଇଣ୍ଡିଆର ଚୟନ ଉପରେ ଉଠାଇଲେ ପ୍ରଶ୍ନ

July 30, 2026
Latest News

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ

July 30, 2026

ପୁରୀ ଏସପିଙ୍କ ନିର୍ଦ୍ଧେଶରେ ୮୦ କିମିର ଗ୍ରୀନ କରିଡର: ବଞ୍ଚିଲା ଶିଶୁର ଜୀବନ

July 30, 2026

ହତ୍ୟା ଅଭିଯୁକ୍ତ ମାଇଁ ଓ ଭଣଜାକୁ ଆଜୀବନ କାରାଦଣ୍ଡ

July 30, 2026

ଚୟନକର୍ତ୍ତାଙ୍କ ଉପରେ ବର୍ଷିଲେ ଇରଫାନ ପଠାନ: ଟିମ୍ ଇଣ୍ଡିଆର ଚୟନ ଉପରେ ଉଠାଇଲେ ପ୍ରଶ୍ନ

July 30, 2026

ୱାଇଲ୍ଡ ଓଡ଼ିଶା ଫାଉଣ୍ଡେସନ ପକ୍ଷରୁ ‘ବାଘ ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଆୟୋଜିତ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.