Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୯୯୬ ଶ୍ରୀଲଙ୍କା କ୍ରିକେଟ ଟିମ ର ସଦସ୍ୟଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

୧୯୯୬ ଶ୍ରୀଲଙ୍କା କ୍ରିକେଟ ଟିମ ର ସଦସ୍ୟଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

April 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯୯୬ ମସିହାରେ ବିଶ୍ୱକପ୍ ଜିତିଥିବା ଶ୍ରୀଲଙ୍କା କ୍ରିକେଟ ଟିମ୍ ର ସଦସ୍ୟମାନଙ୍କୁ ଭେଟି ଭାବର ଆଦାନପ୍ରଦାନ କରିଛନ୍ତି।

ଏକ ସ୍ୱତନ୍ତ୍ର ଏକ୍ସ ପୋଷ୍ଟରେ ସେ କହିଛନ୍ତି:

“କ୍ରିକେଟ କନେକ୍ଟ!

୧୯୯୬ ମସିହାରେ ବିଶ୍ୱକପ୍ ଜିତିଥିବା ଶ୍ରୀଲଙ୍କା କ୍ରିକେଟ ଟିମ୍ ର ସଦସ୍ୟମାନଙ୍କ ସହ ଭାବ ବିନିମୟ କରି ଖୁସି ହେଲି। ଏହି ଟିମ୍ ଅଗଣିତ କ୍ରିକେଟ ପ୍ରେମୀଙ୍କ କଳ୍ପନାକୁ କବ୍ଚା କରିଥିଲା।”

ନରେନ୍ଦ୍ର ମୋଦୀ ବିଶ୍ୱକପ୍ ବିଜେତା
Share. Facebook Twitter LinkedIn Email WhatsApp Copy Link

Related Posts

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026
Latest News

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026

ବିଜେପି ଜିତିଲା ଚନ୍ଦ୍ରପୁର ମେୟର ନିର୍ବାଚନ: ସବୁଠୁ ବଡ ଦଳ ସତ୍ତ୍ୱେ କେମିତି ହାରିଲା କଂଗ୍ରେସ?

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.