Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନର ପିସିଆର୍ ଯାନ ସହ ୧୧୨ ଡାଏଲ୍ ସୁବିଧା ଲୋକାର୍ପିତ
ଆଜିର ଖବର

ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନର ପିସିଆର୍ ଯାନ ସହ ୧୧୨ ଡାଏଲ୍ ସୁବିଧା ଲୋକାର୍ପିତ

April 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର: ପବିତ୍ର ‘ରାମ ନବମୀ’ ଅବସରରେ ସମ୍ବଲପୁର ଠାରେ ଗୃହ ବିଭାଗ ଉଦ୍ୟମରେ ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନର ପିସିଆର୍ ଯାନ ସହ ୧୧୨ ଡାଏଲ୍ ସୁବିଧାର ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଜି ଶୁଭାରମ୍ଭ ହୋଇଥିବା ୧୫ଟି ଅତ୍ୟାଧୁନିକ ନୀରିକ୍ଷଣ ବାହାନରେ ଥିବା ଗେଜେଟ୍, ୩୬୦ ଡିଗ୍ରୀ ପିଟିଜେଡ୍ କ୍ୟାମେରା, ଜିପିସ୍, ଏବଂ ଆନୁଷଙ୍ଗିକ ସୁବିଧା ରହିଛି। ଏହି ଭ୍ୟାନ ସମ୍ବଲପୁରରେ ଅପରାଧକୁ ନିୟନ୍ତ୍ରଣ କରିବାରେ ସହାୟକ ହେବ। ଲୋକାର୍ପିତ ବାହାନ ମଧ୍ୟରୁ କେବଳ ୧୨ଟି ଗାଡି ସହର ଭିତରେ ରହିବ। ସ୍ୱଳ୍ପ ସମୟ ମଧ୍ୟରେ ଲୋକମାନେ କରୁଥିବା ଅଭିଯୋଗ ସ୍ଥାନ ଖୁବ ଶୀଘ୍ର ଚିହ୍ନଟ କରିହେବ। ଜନସାଧାରଣଙ୍କ ଅଭିଯୋଗ କ୍ରମେ ତୁରନ୍ତ ପଦକ୍ଷେପ ନିଆଯିବ।

ଓଡ଼ିଶାରେ ଆଇନଶୃଙ୍ଖଳାକୁ ଆହୁରି ମଜଭୂତ୍ କରିବା ତଥା ସମ୍ବଲପୁର ସହରରେ ଅପରାଧିକ ଘଟଣାବଳୀକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ବିଶେଷ ପ୍ରାଥମିକତା ଦେଇଛନ୍ତି। ଏଥିପାଇଁ ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଶ୍ରୀ ପ୍ରଧାନ। ଲୋକାର୍ପିତ ସୁବିଧା ଗୁଡ଼ିକ ମାଧ୍ୟମରେ ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନ ଜନସାଧାରଣଙ୍କୁ ସୁରକ୍ଷା ଦେବା ଦିଗରେ ଅଧିକ ସହଯୋଗୀ ହେବ ବୋଲି ସେ କହିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.