Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଏକ ସୁସ୍ଥ ବିଶ୍ୱ ଗଠନ ପାଇଁ ପ୍ରତିବଦ୍ଧତା ଦୋହରାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଏକ ସୁସ୍ଥ ବିଶ୍ୱ ଗଠନ ପାଇଁ ପ୍ରତିବଦ୍ଧତା ଦୋହରାଇଲେ ପ୍ରଧାନମନ୍ତ୍ରୀ

April 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ସୁସ୍ଥ ବିଶ୍ୱ ଗଠନ କରିବା ପାଇଁ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ସରକାର ସ୍ୱାସ୍ଥ୍ୟସେବା ଉପରେ ଧ୍ୟାନ ଦେବା ଏବଂ ଲୋକଙ୍କ ଉତ୍ତମ ସ୍ୱାସ୍ଥ୍ୟର ବିଭିନ୍ନ ଦିଗଗୁଡିକ ଉପରେ ନିବେଶ କରିବା ଜାରି ରଖିବ। ଉତ୍ତମ ସ୍ୱାସ୍ଥ୍ୟ ହେଉଛି ପ୍ରତ୍ୟେକ ସମୃଦ୍ଧ ସମାଜର ମୂଳଦୁଆ।

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି:

“ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ, ଆସନ୍ତୁ ଆମେ ଏକ ସୁସ୍ଥ ବିଶ୍ୱ ଗଠନ ପାଇଁ ଆମର ପ୍ରତିବଦ୍ଧତାକୁ ପୁନଃ ଦୋହରାଇବା। ଆମ ସରକାର ସ୍ୱାସ୍ଥ୍ୟ ସେବା ଉପରେ ଧ୍ୟାନ ଦେବା ଏବଂ ଲୋକଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟର ବିଭିନ୍ନ ଦିଗଗୁଡିକ ଉପରେ ନିବେଶ ଜାରି ରଖିବ। ଉତ୍ତମ ସ୍ୱାସ୍ଥ୍ୟ ହେଉଛି ପ୍ରତ୍ୟେକ ସମୃଦ୍ଧ ସମାଜର ମୂଳଦୁଆ!”

ନରେନ୍ଦ୍ର ମୋଦୀ ବିଶ୍ୱ ସ୍ୱାସ୍ଥ୍ୟ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଜଗଦୀପ ଧନଖଡ଼ଙ୍କୁ ବିଦାୟକାଳୀନ ରାତ୍ରୀଭୋଜନ ଦେବେ ବିରୋଧୀ ଦଳ, ପଠାଗଲା ନିମନ୍ତ୍ରଣ

July 25, 2025

ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ୭୯ ତମ ସ୍ବାଧିନତା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

July 25, 2025

ନୂଆଦିଲ୍ଲୀରେ ନିର୍ବାଚନ ତାଲିମ: ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେଲେ ନୟାଗଡ ଜିଲ୍ଲାର ଶକ୍ତି ପ୍ରସାଦ

July 25, 2025

ନାଲକୋର କର୍ପୋରେଟ୍ କାର୍ଯ୍ୟାଳୟ ପରିଦର୍ଶନ କଲେ ରାଜ୍ୟପାଳ

July 25, 2025
Latest News

ଜଗଦୀପ ଧନଖଡ଼ଙ୍କୁ ବିଦାୟକାଳୀନ ରାତ୍ରୀଭୋଜନ ଦେବେ ବିରୋଧୀ ଦଳ, ପଠାଗଲା ନିମନ୍ତ୍ରଣ

July 25, 2025

ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ୭୯ ତମ ସ୍ବାଧିନତା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

July 25, 2025

ନୂଆଦିଲ୍ଲୀରେ ନିର୍ବାଚନ ତାଲିମ: ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେଲେ ନୟାଗଡ ଜିଲ୍ଲାର ଶକ୍ତି ପ୍ରସାଦ

July 25, 2025

ନାଲକୋର କର୍ପୋରେଟ୍ କାର୍ଯ୍ୟାଳୟ ପରିଦର୍ଶନ କଲେ ରାଜ୍ୟପାଳ

July 25, 2025

SIR ଉପରେ ECIର ବଡ଼ ନିଷ୍ପତ୍ତି, ଏବେ ସାରା ଦେଶରେ କରାଯିବ ଭୋଟର ତାଲିକା ସଂଶୋଧନ

July 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.