Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍: ଦ୍ବିତୀୟ ଦିନରେ ୭ଟି ମ୍ୟାଚ ଅନୁଷ୍ଠିତ
ଆଜିର ଖବର

ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍: ଦ୍ବିତୀୟ ଦିନରେ ୭ଟି ମ୍ୟାଚ ଅନୁଷ୍ଠିତ

April 9, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍-୨୦୨୫ର ଦ୍ବିତୀୟ ଦିନରେ ୭ ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମ ମ୍ୟାଚ ଉତ୍ତର ପ୍ରଦେଶ ଓ ମହାରାଷ୍ଟ୍ର ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଉତ୍ତର ପ୍ରଦେଶ, ମହାରାଷ୍ଟ୍ର ପୋଲିସ ଦଳକୁ ୯-୦ ଗୋଲ ବ୍ୟବଧାନରେ ପରାସ୍ତ କରିଥିଲା।

ଦ୍ୱିତୀୟ ମ୍ୟାଚ କର୍ଣ୍ଣାଟକ ଓ ଗୁଜରାଟ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ  କର୍ଣ୍ଣାଟକ, ଗୁଜରାଟ ପୋଲିସ ଦଳକୁ ୨୦-୧ ଗୋଲ ବ୍ୟବଧାନରେ ପରାସ୍ତ କରିଥିଲା।

ସେହିପରି ତେଲେଙ୍ଗାନା ଓ କେରଳ ପୋଲିସ ମଧ୍ୟରେ ତୃତୀୟ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ତେଲେଙ୍ଗାନା, କେରଳ ପୋଲିସ ଦଳକୁ ୯ -୧ ଗୋଲ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛି।

ଚତୁର୍ଥ ମ୍ୟାଚ ସିଆରପିଏଫ ଓ ପୁଡୁଚେରୀ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ସିଆରପିଏଫ ପୋଲିସ ପଡୁଚେରୀ ପୋଲିସ ଦଳକୁ ୨୧-୧ ଗୋଲ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛି।

ପଞ୍ଚମ ମ୍ୟାଚ ତାମିଲନାଡୁ ଓ ଉତ୍ତରପ୍ରଦେଶ ପ୍ରଦେଶ ମହିଳା ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଉତ୍ତରପ୍ରଦେଶ ପ୍ରଦେଶ ମହିଳା ପୋଲିସ ତାମିଲନାଡୁ ମହିଳା ପୋଲିସ ଦଳକୁ ୬-୧ ଗୋଲ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛି।

ସେହିପରି ପଞ୍ଜାବ ଓ ମଧ୍ୟ ପ୍ରଦେଶ ମଧ୍ୟରେ ଷଷ୍ଠ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ପଞ୍ଜାବ, ମଧ୍ୟପ୍ରଦେଶ ପୋଲିସ ଦଳକୁ ୭ -୧ ଗୋଲ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛି।

ସପ୍ତମ ମ୍ୟାଚ ଏସଏସବି ଓ ହରିୟାଣା ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ  ଏସଏସବି ପୋଲିସ ହରିୟାଣା ପୋଲିସ ଦଳକୁ ୧୮-୦ ଗୋଲ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛି।

କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବ ଭାସ୍କର ଜ୍ୟୋତି ଶର୍ମା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ,ଏସସିଆରବି, ନିର୍ଦ୍ଦେଶକ  ଡ଼ଃ. ସନ୍ତୋଷ ବାଲା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳବାଇ ଓ ଉପକୂଳ ସୁରକ୍ଷା ବିଭାଗ) ଅରୁଣ ବୋଥ୍ରା, ଆୟୋଜନ କମିଟିର ଉପାଧ୍ୟାକ୍ଷ ଦୟାଲ ଗଙ୍ଗୱାର, ଆଇଜି( ତାଲିମ) ତଥା ଆୟୋଜନ କମିଟିର ସମ୍ପାଦକ ଅନୁପ କୁମାର ସାହୁ, ଆଇଜି (ଅପରେସନ) ଡ଼ଃ. ଦୀପକ କୁମାର, ଆଇଜି (ସଶସ୍ତ୍ର) ଅବିନାଶ କୁମାର ଏବଂ ଖୋର୍ଦ୍ଧା ଏସପି ସାଗରିକା ନାଥ ପ୍ରମୁଖ ବିଭିନ୍ନ ମ୍ୟାଚ ଗୁଡିକରେ ଅତିଥି ଭାବେ ଅଂଶ ଗ୍ରହଣ  କରି ଖେଳାଳିଙ୍କୁ ଉତ୍ସାହିତ କରିଥିଲେ।

ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.