Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନ ଅଧିକାରୀମାନଙ୍କୁ ନେଇ ସଚେତନତା ଶିବିର ଅନୁଷ୍ଠିତ
ଆଜିର ଖବର

ବନ ଅଧିକାରୀମାନଙ୍କୁ ନେଇ ସଚେତନତା ଶିବିର ଅନୁଷ୍ଠିତ

April 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ଼: ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ଏବଂ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣର ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ନୟାଗଡ଼ ଜିଲାର ସମସ୍ତ ବନବିଭାଗ ଅଧିକାରୀମାନଙ୍କୁ ନେଇ ଜିଲ୍ଲା ଆଇନସେବା ପ୍ରାଧିକରଣ ନୟାଗଡ଼ଙ୍କ ତରଫରୁ ଜିଲ୍ଲା ବନବିଭାଗ ସମ୍ମିଳନୀ କକ୍ଷରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ସଚିବ ଅଞ୍ଜଳୀ ମଛଖଣ୍ଡ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ ଏହି ସଚେତନତା ଶିବିରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ।

ଅନ୍ୟତମ ଅତିଥିଭାବେ ରେଜିଷ୍ଟ୍ରାର୍ ସୋନାଲି ସରୀତା ବନ୍ୟଜନ୍ତୁନଙ୍କ ସୁରକ୍ଷା ଉପରେ ଆଇନ୍‌ରେ ଥିବା ବିଧି ବ୍ୟବସ୍ଥା ଉପରେ କହିଥିବାବେଳେ ବରିଷ୍ଠ ପ୍ରବକ୍ତା ଦଣ୍ଡପାଣି ସ୍ଵାଇଁ ବନବିଭାଗ ଉପରେ ଅପିଲ ଓ ଆଇନଗତ ପ୍ରତିନିଧିତ୍ବ, ବରିଷ୍ଠ ଆଇନଜୀବୀ ରମେଶ ଚନ୍ଦ୍ର ମହାରଣା ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩ର ଏଫ୍‌ଆଇଆର, ବେଲ, ସମନ ଓ ଓ୍ବାରେଣ୍ଟ ସମ୍ବନ୍ଧରେ, ଆଇନଜୀବୀ ପ୍ରସନ୍ନ ପଢ଼ିଆରୀ ସର୍ଚ୍ଚ ଓ ସିଜରଲିଷ୍ଟ ଉପରେ ଓ ସରକାରୀ ଆଇନଜୀବୀ ଆକାଶ ଦାଶ ପ୍ରମୁଖ ନିଜନିଜର ବକ୍ତବ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଡ଼ିଏଫଓ କ୍ଷମା ଷଡ଼ଙ୍ଗୀ,ଏସିଏଫ୍ଓ ହିମାଂଶୁ ମୁଦୁଲି ପ୍ରମୁଖ ଯୋଗଦେଇଥିଲେ।

ଜିଲ୍ଲା ଆଇନସେବା ପ୍ରାଧିକରଣ ନୟାଗଡ ସଚେତନତା ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025
Latest News

ବାଣପୁର ଏନଏସି ଇଓଙ୍କୁ ୫ ଲକ୍ଷର କ୍ଷତିପୂରଣ ନୋଟିସ ପଠାଇଲେ ଆଇନଜୀବୀ

August 18, 2025

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.