ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୟଣାଚୋରି ଓ ଦମନକ ଚତୁର୍ଦ୍ଦଶୀ ନୀତି ସମ୍ପାଦନ ଦୃଷ୍ଟିରୁ ଅପ୍ରେଲ ୧୦ ଏବଂ ୧୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ରତ୍ନଭଣ୍ଡାର ମରାମତି ଶ୍ରୀଜୀଉ ଶ୍ରୀମନ୍ଦିର
Konark Festival 4th Day: କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ପରିବେଷଣ ହେଲା ମଣିପୁରୀ ଓ ଓଡିଶୀDecember 5, 2025