Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀଙ୍କ ବଡ ଘୋଷଣା, ପଶ୍ଚିମବଂଗରେ ଲାଗୁ ହେବ ନାହିଁ ୱାକଫ୍ ସଂଶୋଧିତ ବିଲ୍
ଆଜିର ଖବର

ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀଙ୍କ ବଡ ଘୋଷଣା, ପଶ୍ଚିମବଂଗରେ ଲାଗୁ ହେବ ନାହିଁ ୱାକଫ୍ ସଂଶୋଧିତ ବିଲ୍

April 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କହିଛନ୍ତି ଯେ ରାଜ୍ୟରେ ୱାକଫ (ସଂଶୋଧନ) ଆଇନ କାର୍ଯ୍ୟକାରୀ ହେବ ନାହିଁ। କୋଲକାତାର ଜୈନ ସମ୍ପ୍ରଦାୟର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ବାନାର୍ଜୀ କହିଛନ୍ତି ଯେ ସେ ସଂଖ୍ୟାଲଘୁ ଲୋକଙ୍କୁ ଏବଂ ସେମାନଙ୍କ ସମ୍ପତ୍ତିକୁ ରକ୍ଷା କରିବେ।

ସେ କହିଛନ୍ତି, “ମୁଁ ଜାଣେ ୱାକଫ ଆକ୍ଟ ଲାଗୁ ଯୋଗୁଁ ଆପଣମାନେ ସମସ୍ତେ ଦୁଃଖିତ। ହେଲେ ବିଶ୍ବାସ କର, ବଙ୍ଗଳାରେ ସେମିତି କିଛି ଘଟିବ ନାହିଁ। ଏଥିପାଇଁ ରାଜ୍ୟରେ ହୁଏତଏକ ରାଜନୈତିକ ଆନ୍ଦୋଳନ ମୁଣ୍ଡ ଟେକିପାରେ, ହେଲେ ତା ଉପରେ କେହି ନଜର ଦେବା ଦରକାର ନାହିଁ।

ମଙ୍ଗଳବାର ମୁରସିଦାବାଦ ଜିଲ୍ଲାର ୱାକଫ (ସଂଶୋଧନ) ବିଲ୍ ଉପରେ ହୋଇଥିବା ହିଂସା ବିଷୟରେ ସେ କହିଛନ୍ତି, “ବାଂଲାଦେଶର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ପରିସ୍ଥିତି ଦେଖନ୍ତୁ।  ୱାକଫ୍ ବିଲ୍ ଯଦି ପାସ ହୋଇ ନ ଥାନ୍ତା ତେବେ ସେଠାରେ ସେମିତି କିଛି ଅପ୍ରିତିକର ପରିସ୍ଥିତି ଉପୁଜି ନ ଥାଆନ୍ତା।

ମମତାଙ୍କ ଏପରି ବିବୃତି ପରେ ଜାତୀୟ ରାଜନୀତିରେ ବେଶ ଚହଳ ସୃଷ୍ଟି କରିଛି।

mamata banarjee ମମତା ବାନାର୍ଜୀ ୱାକଫ ବିଲ୍ ୱାକଫ ବିଲ୍ ପ୍ରତ୍ୟାଖ୍ୟାନ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026
Latest News

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.